ଆଜିର ଖବର ମନିକଣ୍ଟ୍ରୋଲ୍ କୁ ଭାରତର ଜି-୨୦ ଅଧ୍ୟକ୍ଷତା ସମ୍ବନ୍ଧିତ ବିଭିନ୍ନ ବିଷୟ ଉପରେ ମତ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ମନି କଣ୍ଟ୍ରୋଲ ସହିତ ଏକ ସ୍ୱତନ୍ତ୍ର ସାକ୍ଷାତକାରରେ ପ୍ରଧାନମନ୍ତ୍ରୀ ଭାରତର ଜି -୨୦ ଅଧ୍ୟକ୍ଷତା ସହ ଜଡିତ ବିଭିନ୍ନ ପ୍ରସଙ୍ଗରେ ନିଜର ମତାମତ ପ୍ରକାଶ କରିଛନ୍ତି।…