ଜାତୀୟ ଖବର କଂଗ୍ରେସ, ବାମପନ୍ଥୀ, ନା ବିଜେପି?: କେରଳରେ ଲୋକସଭା ନିର୍ବାଚନ ପୂର୍ବରୁ ଆସିଲା ଆଶ୍ଚର୍ଯ୍ୟଜନକ ସର୍ଭେ ନୂଆଦିଲ୍ଲୀ: କେରଳ ସମ୍ପର୍କରେ ଏକ ଅନନ୍ୟ ଏବଂ ଆଶ୍ଚର୍ଯ୍ୟଜନକ ସର୍ଭେ ପ୍ରକାଶ ପାଇଛି। ଗତ ଦୁଇଟି ଲୋକସଭା ନିର୍ବାଚନରେ କଂଗ୍ରେସ ନେତୃତ୍ୱାଧୀନ ୟୁନାଇଟେଡ୍ ଡେମୋକ୍ରାଟିକ୍ ଫ୍ରଣ୍ଟ (UDF)…