ବିଶେଷ ଖବର ସଡ଼କ ସୁରକ୍ଷା ପାଇଁ ରାଜ୍ୟ ସରକାରଙ୍କ ପଦକ୍ଷେପ: IOCL ସହ MoU ସ୍ୱାକ୍ଷରିତ ଭୁବନେଶ୍ୱର: ଜାତୀୟ ଓ ରାଜ୍ୟ ରାଜପଥରେ ଅବୈଧ ପାର୍କିଂ ଯୋଗୁଁ ଘଟୁଥିବା ସଡ଼କ ଦୁର୍ଘଟଣା ଓ ତଦଜନିତ ପ୍ରାଣହାନିକୁ ରୋକିବା ସହ ଭାରୀଯାନ ଚାଳକମାନଙ୍କୁ ଉନ୍ନତ ସୁବିଧା-ସୁଯୋଗ…