MP Lok Sabha Elections 2024

ନୂଆଦିଲ୍ଲୀ: ମଧ୍ୟପ୍ରଦେଶର ବେତୁଲ ଲୋକସଭା ଆସନରୁ ବିଏସପି ପ୍ରାର୍ଥୀ ଅଶୋକ ଭଲାୱି ହୃଦଘାତରେ ମୃତ୍ୟୁ ବରଣ କରିଛନ୍ତି। ଏହି କାରଣରୁ ଏହି ଆସନରେ ନିର୍ବାଚନ ସ୍ଥଗିତ ରଖାଯାଇଛି।…