ଆଜିର ଖବର ସାଂସଦ ସୁରେଶ ପୂଜାରୀ କରୋନା ପଜେଟିଭ ଚିହ୍ନଟ, ଆଜିଠାରୁ ହୋମ ଆଇସୋଲେସନରେ ରହିଲେ ବରଗଡ, ବିଜେପି ସାଂସଦ ସୁରେଶ ପୂଜାରୀ କରୋନା ପଜେଟିଭ ଚିହ୍ନଟ ହୋଇଛନ୍ତି। ଗତକାଲି ସେ ତାଙ୍କର ସ୍ବାବ ପରୀକ୍ଷା ପାଇଁ ଦେଇଥିଲେ। ତାଙ୍କ ପାଖରେ କୌଣସି ଲକ୍ଷଣ…