ଆଜିର ଖବର ଚୌଧୁରୀ ଚରଣ ସିଂଙ୍କ ସମେତ ଏହି ବ୍ୟକ୍ତିବିଶେଷମାନଙ୍କୁ ଭାରତ ରତ୍ନରେ ସମ୍ମାନିତ କଲେ ରାଷ୍ଟ୍ରପତି ନୂଆଦିଲ୍ଲୀ: ରାଷ୍ଟ୍ରପତି ଭବନରେ ଆଜି (୩୦ ମାର୍ଚ୍ଚ ୨୦୨୪)ରେ ଆୟୋଜିତ ଏକ ପାରମ୍ପରିକ ସମାରୋହରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭାରତ ରତ୍ନ ସମ୍ମାନ ପ୍ରଦାନ କରିଛନ୍ତି। ସେ…