ଆଜିର ଖବର ମୁମ୍ବାଇର ଛତ୍ରପତି ଶିବାଜୀ ମହାରାଜ ଅନ୍ତର୍ଜାତୀୟ ବିମାନବନ୍ଦରରେ ଅଗ୍ନିକାଣ୍ଡ ମୁମ୍ବାଇ: ମୁମ୍ବାଇର ଛତ୍ରପତି ଶିବାଜୀ ମହାରାଜ ଅନ୍ତର୍ଜାତୀୟ ବିମାନବନ୍ଦରର ଟର୍ମିନାଲ୧ରେ ଅଗ୍ନିକାଣ୍ଡ ଘଟିଛି । ସୂଚନା ଅନୁଯାୟୀ ୨୦୨୬ ଏପ୍ରିଲ ୯ ସନ୍ଧ୍ୟା ୬:୧୦ ସମୟରେ ସର୍ଟ…