ଆଜିର ଖବର ଏଲ୍ଟିଟି ଏକ୍ସପ୍ରେସ୍ ଲାଇନଚ୍ୟୁତ ଘଟଣା : ବଦଳିଲା 5 ଟ୍ରେନ୍ର ଗତିପଥ, ବସ୍ ଜରିଆରେ ଯାତ୍ରୀଙ୍କୁ ସ୍ଥାନାନ୍ତର ସମୀକ୍ଷା ବ୍ୟୁରୋ କଟକ : ମୁମ୍ବାଇରୁ ଭୁବନେଶ୍ବର ଆସୁଥିବା ଲୋକମାନ୍ୟ ତିଲକ ଟର୍ମିନସ୍(ଏଲ୍ଟିଟି)ର 7ଟି ବଗି ଲାଇନଚ୍ୟୁତ ହୋଇଛି । ଗୁରୁବାର ସକାଳୁ କଟକ ନିକଟସ୍ଥ ନେରଗୁଣ୍ଡି…