ଆଜିର ଖବର ମୁମ୍ବାଇରେ ବେଶ ଭକ୍ତିପୂର୍ଣ୍ଣ ଭାବେ ଆୟୋଜିତ ହେଲା ରଥଯାତ୍ରା ଭୁବନେଶ୍ୱର/ମୁମ୍ବାଇ : ନଭି ମୁମ୍ବାଇର ଖରଘର ସେକ୍ଟର ୩, ବାଲାଜି ଆଙ୍ଗନସ୍ଥିତ ମନ୍ଦିରରେ ଶ୍ରୀ ଜଗନ୍ନାଥଙ୍କ ରଥଯାତ୍ରା ଉତ୍ସବ ଶେଷ ହୋଇଛି। ଜୟ ଜଗନ୍ନାଥ ଲୋକ ତରଣ…