ଆଜିର ଖବର ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ଭୁଜାଲିରେ ହାଣିଲେ ପୁରୀ: ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ପୁରୀ ଜିଲ୍ଲା ବଳଙ୍ଗା ଥାନା ଅଞ୍ଚଳରେ ଜଣେ ଯୁବକଙ୍କୁ ଭୁଜାଲିରେ ମରଣାନ୍ତକ ଆକ୍ରମଣ ଅଭିଯୋଗ ହୋଇଛି। ଆକ୍ରମଣରେ ଅଜୟ ମୁଦୁଲି…