ଆଜିର ଖବର ମନ କୀ ବାତ ପାଇଁ ମତାମତ ଆହ୍ୱାନ କଲେ ପ୍ରଧାନମନ୍ତ୍ରୀ ନୂଆଦିଲ୍ଲୀ: ୨୮ ଜୁଲାଇ ୨୦୨୪ରେ ପ୍ରସାରଣ ହେବାକୁ ଥିବା ମନ କୀ ବାତ କାର୍ଯ୍ୟକ୍ରମ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜନସାଧାରଣଙ୍କ ଠାରୁ ମତାମତ ଆହ୍ୱାନ କରିଛନ୍ତି।…