ଆଜିର ଖବର ନାନ୍ଦେଡ଼ର ଗୁରୁଦ୍ୱାରା ମାତା ସାହିବ କୌରରେ ସୁଖବୀର ସିଂହ ବାଦଲଙ୍କୁ ଆକ୍ରମଣ ମୁମ୍ବାଇ: ମହାରାଷ୍ଟ୍ରର ନାନ୍ଦେଡ଼ରେ ଶିରୋମଣି ଅକାଳୀ ଦଳର ରାଷ୍ଟ୍ରୀୟ ଅଧ୍ୟକ୍ଷ ସୁଖବୀର ସିଂହ ବାଦଲଙ୍କୁ ଆକ୍ରମଣ କରାଯାଇଛି। ସେ ତାଙ୍କ ପରିବାର ସହିତ ପୂଜା କରିବାକୁ ଯାଇଥିଲେ।…