ଆଜିର ଖବର ବିଜେପିରେ ମିଶିଲେ ନାରାୟଣ ରାଓ ପାରଳାଖେମୁଣ୍ଡିର ବିଜେଡ଼ିର ପୂବର୍ତନ ବିଧାୟକ ନାରାୟଣ ରାଓ ଆାଜି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏବଂ ରାଜ୍ୟ ବିଜେପି ସଭାପତି ବସନ୍ତ ପଣ୍ଡାଙ୍କ ଉପସ୍ଥିତିରେ ଆନୁଷ୍ଠାନିକ ଭାବେ ବିଜେପିରେ ଯୋଗ ଦେଇଛନ୍ତି।…