narendra modi

ନୂଆଦିଲ୍ଲୀ: କଂଗ୍ରେସ ନେତା ରାହୁଲ ଗାନ୍ଧୀ ଆଜି ତାଙ୍କ ଜନ୍ମଦିନ ପାଳନ କରୁଛନ୍ତି। ଏହି ଅବସରରେ କଂଗ୍ରେସ ଦଳ ଅନେକ କାର୍ଯ୍ୟକ୍ରମ ଆୟୋଜନ କରୁଛି। ଅନେକ କଂଗ୍ରେସ…

ନୂଆଦିଲ୍ଲୀ: ଆଜି ଦିଲ୍ଲୀରେ ଏନଡିଏ ନେତାମାନଙ୍କର ଏକ ପ୍ରମୁଖ ବୈଠକ ହେବାର କାର୍ଯ୍ୟକ୍ରମ ରହିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି ବୈଠକର ଅଧ୍ୟକ୍ଷତା କରିବେ। ଏହି ବୈଠକ…

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତର ଆର୍ଥିକ ସ୍ୱାଧୀନତା ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱକୁ ଖୋଲାଖୋଲି ପ୍ରଶଂସା କରିଛନ୍ତି। ସେଣ୍ଟ ପିଟର୍ସବର୍ଗ ଅନ୍ତର୍ଜାତୀୟ ଅର୍ଥନୈତିକ…

ନୂଆଦିଲ୍ଲୀ: ଉତ୍ତର ପ୍ରଦେଶ କଂଗ୍ରେସ ସଭାପତି ଅଜୟ ରାୟଙ୍କ ପାଇଁ ସମସ୍ୟା ବୃଦ୍ଧି ପାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୁଦ୍ଧରେ ଅପମାନଜନକ ମନ୍ତବ୍ୟ ଦେଇଥିବା ଅଭିଯୋଗରେ ତାଙ୍କ…

କଲିକତା: ପଶ୍ଚିମବଙ୍ଗରେ ବଡ ରାଜନୈତିକ ପରିବର୍ତ୍ତନର ପ୍ରଭାବ ଏବେ ପ୍ରଶାସନିକ ଏବଂ ଡିଜିଟାଲ ସ୍ତରରେ ଅନୁଭୂତ ହେଉଛି। ବିଜେପିର ଐତିହାସିକ ବିଜୟ ପରେ ରାଜ୍ୟରେ କ୍ଷମତା ପରିବର୍ତ୍ତନ…

ନୂଆଦିଲ୍ଲୀ: ବିଜେପି ଶୁକ୍ରବାର ପଶ୍ଚିମବଙ୍ଗ ପାଇଁ ଏହାର ଇସ୍ତାହାର ଘୋଷଣା କରିବାକୁ ଯାଉଛି। ଇସ୍ତାହାର ଘୋଷଣା କରିବା ପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପଶ୍ଚିମବଙ୍ଗର ଲୋକଙ୍କ ପାଇଁ…

ନୂଆଦିଲ୍ଲୀ: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଚୁକ୍ତିନାମା ସମ୍ପର୍କରେ କଂଗ୍ରେସ ପକ୍ଷରୁ ପ୍ରଥମ ପ୍ରତିକ୍ରିୟା ପ୍ରକାଶ ପାଇଛି। କଂଗ୍ରେସ ସାଂସଦ ଜୟରାମ ରମେଶ ସୋସିଆଲ ମିଡିଆ…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଏବଂ ବରିଷ୍ଠ ବିଜେପି ନେତା ନରେନ୍ଦ୍ର ମୋଦୀ ଆଜି କହିଛନ୍ତି ଯେ ବିଜେପି ଭାରତୀୟ ରାଜନୀତିରେ ‘ପ୍ରଥମେ ରାଷ୍ଟ୍ର’ର ଏକ ନୂତନ ନୀତି ସ୍ଥାପନ…

ନୂଆଦିଲ୍ଲୀ: ଉତ୍ତର ପ୍ରଦେଶର ପିଲିଭିତର ପୂର୍ବତନ ବିଜେପି ସାଂସଦ ବରୁଣ ଗାନ୍ଧୀ ତାଙ୍କ ପରିବାର ସହିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି। ସାକ୍ଷାତ ସମୟରେ ତାଙ୍କ ପତ୍ନୀ…

ନୂଆଦିଲ୍ଲୀ: ରାଜ୍ୟପାଳ ଡ. ହରି ବାବୁ କମ୍ଭମପାଟି ନୂଆଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି। ଏହି ଅବସରରେ ରାଜ୍ୟପାଳ ଓଡ଼ିଶାରେ ଚାଲିଥିବା ବିଭିନ୍ନ ବିକାଶମୂଳକ କାର୍ଯ୍ୟକ୍ରମ…

ନୂଆଦିଲ୍ଲୀ: ଆଜି କେନ୍ଦ୍ର କ୍ୟାବିନେଟ୍ କେରଳର ନାମ ପରିବର୍ତ୍ତନ କରି ‘କେରଳମ’ କରିବାକୁ ମଞ୍ଜୁରୀ ଦେଇଛି। କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି ଯେ, “ଭାଷା ଆଧାରରେ…

ନୂଆଦିଲ୍ଲୀ: ଲୋକସଭାର ବିରୋଧୀ ଦଳ ନେତା ଏବଂ କଂଗ୍ରେସ ସାଂସଦ ରାହୁଲ ଗାନ୍ଧୀ ପୁଣି ଥରେ ଆମେରିକା ଏବଂ ଭାରତ ମଧ୍ୟରେ ବାଣିଜ୍ୟ ଚୁକ୍ତି ଉପରେ ପ୍ରଶ୍ନ…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ମୋଦିଙ୍କ ରାଜନୈତିକ କ୍ୟାରିଅର ସମ୍ପର୍କରେ ଆମେରିକା ରାଷ୍ଟ୍ରପତିଙ୍କ ମନ୍ତବ୍ୟ ଉପରେ ବୈଦେଶିକ ବ୍ୟାପାର ମନ୍ତ୍ରଣାଳୟ (MEA) ପ୍ରତିକ୍ରିୟା ଦେଇଛି। MEA ମୁଖପାତ୍ର ରଣଧୀର ଜୟସୱାଲ…

Modi Meets Rolls-Royce CEO: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବୁଧବାର ଦିନ ରୋଲ୍ସ-ରଏସ୍ ସିଇଓ ଟୁଫାନ ଏର୍ଗିନବିଲଜିକ୍ ଙ୍କୁ ଭେଟିଛନ୍ତି। ଏହା ଭାରତରେ ବ୍ରିଟିଶ ଇଞ୍ଜିନିୟରିଂ ମହାରଥୀଙ୍କ ପ୍ରବେଶକୁ…

ନୂଆଦିଲ୍ଲୀ: କେନ୍ଦ୍ର ବାଣିଜ୍ୟ ମନ୍ତ୍ରୀ ପୀୟୁଷ ଗୋୟଲ ସିଧାସଳଖ ଏହି ପ୍ରଶ୍ନର ଉତ୍ତର ଦେଇ ନାହାଁନ୍ତି ଯେ, ଭାରତ ରୁଷରୁ ତେଲ କିଣିବା ବନ୍ଦ କରିବ କି…

ମକର ସଂକ୍ରାନ୍ତି ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସମସ୍ତ ନାଗରିକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।ପ୍ରଧାନମନ୍ତ୍ରୀ ଗୁରୁତ୍ୱାରୋପ କରି କହିଛନ୍ତି ଯେ, ମକର ସଂକ୍ରାନ୍ତି ହେଉଛି ଏକ ପର୍ବ…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶର ବାରାଣାସୀରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ୭୨ତମ ଜାତୀୟ ଭଲିବଲ୍ ଟୁର୍ଣ୍ଣାମେଣ୍ଟର ଉଦଘାଟନ କରିଛନ୍ତି। ଉପସ୍ଥିତ ଜନତାଙ୍କୁ…

Budget 2026: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ନୀତି ଆୟୋଗରେ ଏକ ବୈଠକର ଅଧ୍ୟକ୍ଷତା କରି ବିଶିଷ୍ଟ ଅର୍ଥନୀତିଜ୍ଞ ଏବଂ କ୍ଷେତ୍ରୀୟ ବିଶେଷଜ୍ଞଙ୍କ ସହ ଆଲୋଚନା କରିଥିଲେ।…

ନୂଆଦିଲ୍ଲୀ: ଇଣ୍ଟେଲ୍ ସିଇଓ ଲିପ୍-ବୁ ଟାନ୍ ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟିଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ ଇଣ୍ଟେଲ୍‌ରେ ବୈଠକର ଫଟୋ ସେୟାର କରି ସେ କହିଛନ୍ତି ଯେ, “ଆଜି…