National Lok Adalat

ଭୁବନେଶ୍ଵର: ଚଳିତ ବର୍ଷର ପ୍ରଥମ ରାଷ୍ଟ୍ରୀୟ ଲୋକଅଦାଲତ ଆସନ୍ତା ମାର୍ଚ୍ଚ ୧୪ ତାରିଖରେ ଅନୁଷ୍ଠିତ ହେବ । ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ ଯଥା…