ଆଜିର ଖବର ନବୋଦୟ ବିଦ୍ୟାଳୟ ଷଷ୍ଠ ଶ୍ରେଣୀରେ ନାମ ଲେଖା ପାଇଁ ଆଜି ଶେଷ ସୁଯୋଗ: ଶୀଘ୍ର କରନ୍ତୁ ଆବେଦନ ନୂଆଦିଲ୍ଲୀ: ଯଦି ଆପଣ ମଧ୍ୟ ଆପଣଙ୍କ ପିଲାକୁ ଜବାହାର ନବୋଦୟ ବିଦ୍ୟାଳୟରେ ଷଷ୍ଠ ଶ୍ରେଣୀରେ ନାମ ଲେଖାଇବାକୁ ଚାହାଁନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ…