ଆଜିର ଖବର ଭାରତ ଯୋଡ଼ ନ୍ୟାୟ ଯାତ୍ରାର ନେତୃବର୍ଗଙ୍କୁ ଆକ୍ରମଣ ପ୍ରତିବାଦରେ କଂଗ୍ରେସ ପକ୍ଷରୁ ବିକ୍ଷୋଭ ଭୁବନେଶ୍ୱର: ରାହୁଲ ଗାନ୍ଧୀଙ୍କ ନେତୃତ୍ୱରେ ମଣିପୁରରୁ ଆରମ୍ଭ ହୋଇଥିବା ଭାରତ ଯୋଡ଼ ନ୍ୟାୟ ଯାତ୍ରାର ଯାତ୍ରୀମାନଙ୍କୁ ଆକ୍ରମଣ, ରାହୁଲ ଗାନ୍ଧୀଙ୍କ ଗାଡ଼ି ଅଟକାଇବା ଓ ଦୁର୍ବ୍ୟବହାର କରିବା…