ଆଜିର ଖବର NEET ପେପର ଲିକ୍ ରୋକିବା ପାଇଁ ବଡ଼ ପଦକ୍ଷେପ: ସେନାକୁ ଦିଆଯିବ କି ପ୍ରଶ୍ନପତ୍ର? ନୂଆଦିଲ୍ଲୀ: NEET ପେପର୍ ଲିକ୍ ବିବାଦ ପରେ କେନ୍ଦ୍ର ସରକାର ପରୀକ୍ଷା ବ୍ୟବସ୍ଥାକୁ ଆହୁରି ସୁରକ୍ଷିତ କରିବା ପାଇଁ ଏକ ବଡ଼ ପଦକ୍ଷେପ ନେବାକୁ ବିଚାର କରୁଛନ୍ତି।…