ଆଜିର ଖବର ୟୁଜିସି ପ୍ରସ୍ତୁତି କଲା ନୂତନ ଏକାଡେମିକ୍ କ୍ୟାଲେଣ୍ଡର, ଜାଣନ୍ତୁ କେବେଠୁ ଆରମ୍ଭ ହେବ ନୂତନ ଶିକ୍ଷା ବର୍ଷ ନୂଆଦିଲ୍ଲୀ : କରୋନା ସଂକ୍ରମଣ ଯୋଗୁଁ ସବୁ ବିଶ୍ବବିଦ୍ୟାଳୟର ଶିକ୍ଷାବର୍ଷକୁ ବଦଳାଇବାକୁ ନେଇ ଯୋଜନା ପ୍ରସ୍ତୁତ କରୁଛି ୟୁଜିସି । ନୂଆ ଛାତ୍ରଛାତ୍ରୀଙ୍କ ଲାଗି ସେପ୍ଟେମ୍ବରରୁ ଆରମ୍ଭ…