ଆଜିର ଖବର ୨୩ତମ ଏସିଆନ୍ ଆଥଲେଟିକ୍ସ ଚାମ୍ପିଅନଶିପ୍ରେ ଦୂତୀ ଚାନ୍ଦଙ୍କ ନୂଆ ରେକର୍ଡ ରବିବାରଠାରୁ ଦୋହାରେ ଆରମ୍ଭ ହୋଇଥିବା ୨୩ତମ ଏସିଆନ୍ ଆଥଲେଟିକ୍ସ ଚାମ୍ପିଅନଶିପରେ ଓଡ଼ିଆ ଧାବିକା ଦୂତୀ ଚାନ୍ଦ ନୂଆ ନ୍ୟାଶନାଲ୍ ରେକର୍ଡ ସ୍ଥାପନ କରିବା ସହ ମହିଳା ୧୦୦…