ବିଶେଷ ଖବର ବିଧାନସଭାର ପ୍ରଥମ ଦିନ, କଂଗ୍ରେସ ହିଁ ବିରୋଧୀ ଦଳ, ବିଜେପି ବିଜେଡ଼ିର “ବି–ଟିମ” ମାତ୍ର!! କେଦାର ମିଶ୍ର ଗତକାଲି ଷୋଡଶ ବିଧାନସଭାର ପ୍ରଥମ ଅଧିବେଶନ ଆରମ୍ଭ ହୋଇଛି। ପାରମ୍ପାରିକ ଭାବରେ ରାଜ୍ୟପାଳ ଗୃହକୁ ନିଜ ସରକାରର ଆଭିମୁଖ୍ୟ ବିଷୟରେ ସମ୍ବୋଧିତ କରିଛନ୍ତି। ବିଧାନସଭାର…