ଆଜିର ଖବର ବିଜେଡିରେ ସାମିଲ ହେଲେ ନୀଳଗିରିର ବିଜେପି ବିଧାୟକ ସୁକାନ୍ତ ନାୟକ ଭୁବନେଶ୍ବର: ନୀଳଗିରି ବିଧାୟକ ସୁକାନ୍ତ ନାୟକ ଆଜି ବିଜେଡିରେ ସାମିଲ ହୋଇଛନ୍ତି। ଦୁଇ ଦିନ ତଳେ ସେ ବିଜେପିରୁ ଇସ୍ତଫା ଦେଇଥିଲେ। ଆଜି ତାଙ୍କ ଶତାଧିକ ସମର୍ଥକଙ୍କ…