ଆଜିର ଖବର ବିଶିଷ୍ଠ ସମାଜସେବୀ ତଥା ଲୋକସେବକ ମଣ୍ଡଳର ସଂପାଦକ ନିରଂଜନ ରଥଙ୍କ ପରଲୋକ ଭୁବନେଶ୍ବର: ବିଶିଷ୍ଠ ସମାଜସେବୀ ତଥା ଲୋକସେବକ ମଣ୍ଡଳର ରାଷ୍ଟ୍ରୀୟ ସଂପାଦକ ନିରଂଜନ ରଥଙ୍କ ପରଲୋକ ହୋଇଯାଇଛି। ଗୁରୁବାର ରାତି ୧୧ଟା ବେଳେ କଟକର ଏକ ଘରୋଇ ନର୍ସିଂହୋମ୍ରେ…