ଆଜିର ଖବର ଗଞ୍ଜାମରେ କୋଭିଡ୍ ଶଯ୍ୟା ସଂଖ୍ୟା ବୃଦ୍ଧି ପାଇଁ ନିରଞ୍ଜନଙ୍କ ନିବେଦନ ଭୁବନେଶ୍ବର : ଆଜି ପ୍ରଦେଶ କଂଗ୍ରେସ କମିଟି ସଭାପତି ନିରଞ୍ଜନ ପଟ୍ଟନାୟକ ପ୍ରେସବାର୍ତ୍ତା ଜରିଆରେ କହିଛନ୍ତି ଯେ ଓଡିଶାରେ କରୋନା ପରିସ୍ଥିତି ଜଟିଳ ହେବାରେ ଲାଗିଛି ।…