ଜାତୀୟ ଖବର ନିର୍ବାଚନ ପୂର୍ବରୁ ନୀତିଶ ସରକାରଙ୍କ ଉପହାର, ବିହାରର ପ୍ରତ୍ୟେକ ପରିବାରକୁ ମିଳିବ ୧୦୦ ୟୁନିଟ୍ ମାଗଣା ବିଦ୍ୟୁତ୍ ନୂଆଦିଲ୍ଲୀ: ବିହାର ନିର୍ବାଚନ ପୂର୍ବରୁ ନୀତିଶ ସରକାର ରାଜ୍ୟବାସୀଙ୍କୁ ଏକ ବଡ଼ ଉପହାର ଦେବାକୁ ପ୍ରସ୍ତୁତି ଆରମ୍ଭ କରିଛନ୍ତି। କୁହାଯାଉଛି ଯେ, ଖୁବ୍ ଶୀଘ୍ର ରାଜ୍ୟବାସୀଙ୍କୁ ୧୦୦…