ଆଜିର ଖବର ନିଜ ଜୀବନକୁ ବାଜି ଲଗାଇ ପାଣିଟାଙ୍କି ଉପରେ ଅନଲାଇନରେ ପାଠପଢୁଛନ୍ତି ଛାତ୍ରଛାତ୍ରୀ କନ୍ଦର୍ପ ବେହେରା ରେଢାଖୋଲ: ବିଶ୍ୱରେ କରୋନା ଯୋଗୁଁ ଛାତ୍ରଛାତ୍ରୀମାନେ ପାଠ ପଢାରେ ବ୍ୟାଘାତ ସୃଷ୍ଟି ହୋଇଛି। ସରକାର ଗତ ମାର୍ଚ୍ଚ ମାସରୁ ବିଦ୍ୟାଳୟ, ମହାବିଦ୍ୟାଳୟ ଗୁଡିକୁ ସଂପୂର୍ଣ…