ଆଜିର ଖବର ଆଜି ଜେଡିୟୁ ସଭାପତି ପଦ ପାଇଁ ନାମାଙ୍କନ ଦାଖଲ କରିବେ ନୀତିଶ କୁମାର ନୂଆଦିଲ୍ଲୀ: ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ଆଜି ଜନତା ଦଳ (ୟୁ)ର ସଭାପତି ପଦ ପାଇଁ ତାଙ୍କର ନାମାଙ୍କନ ଦାଖଲ କରିବେ। ୨୦୨୫-୨୦୨୮ କାର୍ଯ୍ୟକାଳ ପାଇଁ ତାଙ୍କର…