ଆଜିର ଖବର ନୂଆପଡା ବିଧାୟକଙ୍କ ପରଲୋକରେ ନବୀନ ପଟ୍ଟନାୟକଙ୍କ ଶୋକ ପ୍ରକାଶ, କହିଲେ ଭୁବନେଶ୍ବର: ଆଜି ନୂଆପଡାର ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୯ ବର୍ଷ ବୟସ ହୋଇଥିଲା। ସେ ଗୁରୁତର ଅସୁସ୍ଥ ହୋଇ ଚେନ୍ନାଇରେ ଚିକିତ୍ସିତ…