ଆଜିର ଖବର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ : ଫନି ସହାୟତା ଦାବୀ କଲେ ନବୀନ ନୂତନ ସରକାର ଗଠନ ହେବା ପରେ ପ୍ରଥମ ଥର ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ ସାକ୍ଷାତ ହୋଇଛି। ନୂଆଦିଲ୍ଲୀସ୍ଥିତ ପ୍ରଧାନମନ୍ତ୍ରୀଙ୍କ…