ବିଶେଷ ଖବର ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ୫ଟି ଗ୍ରୀଡ ସବ୍ଷ୍ଟେସନ ଲୋକାର୍ପିତ: ଉପକୃତ ହେବେ ୪ଟି ଜିଲ୍ଲାର ୨ ଲକ୍ଷ ଲୋକ ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟର ୪ଟି ଜିଲ୍ଲାରେ ୫ଟି ଉଚ୍ଚକ୍ଷମତା ସମ୍ପନ୍ନ ଗ୍ରୀଡ ସବ୍ଷ୍ଟେସନ ଉଦ୍ଘାଟନ କରିଛନ୍ତି। ଏଥିପାଇଁ ୨୫୪ କୋଟି ଟଙ୍କା ଖର୍ଚ୍ଚ…