ଆଜିର ଖବର ଖୋର୍ଦ୍ଧା ଜିଲ୍ଲା ଶାଖା ନାଟ୍ୟ ନିର୍ଦ୍ଦେଶକ ସଂଘ ଗଠିତ: ସଭାପତି ହେଲେ ବିଭୂକଲ୍ୟାଣ ସାମନ୍ତରାୟ ଭୁବନେଶ୍ଵର: ଓଡିଶା ନାଟ୍ୟ ନିର୍ଦ୍ଦେଶକ ସଂଘ (ODDA) ତରଫରୁ ବୁଧବାର ଦିନ ଖୋର୍ଦ୍ଧା ଜିଲ୍ଲା ନାଟ୍ୟ ନିର୍ଦ୍ଦେଶକ ମାନଙ୍କ ଉପସ୍ଥିତିରେ ODDA ଖୋର୍ଦ୍ଧା ଜିଲ୍ଲା ଶାଖା ନାଟ୍ୟ…