ଆଜିର ଖବର ପ୍ରଖ୍ୟାତ ଚଳଚିତ୍ର ନିର୍ଦ୍ଦେଶକ ମନମୋହନ ମହାପାତ୍ର ଗୁରୁତର ଅସୁସ୍ଥ, ଘରୋଇ ହସପିଟାଲରେ ଭର୍ତ୍ତି ଭୁବନେଶ୍ବର- ଓଡିଆ ଚଳଚିତ୍ରର ପ୍ରଖ୍ୟାତ ନିର୍ଦ୍ଦେଶକ, ପ୍ରଯୋଜକ, ଲେଖକ ମନମୋହନ ମହାପାତ୍ର ଗୁରୁତର ଅସୁସ୍ଥ ହୋଇ ଭୁବନେଶ୍ବରର ଏକ ଘରୋଇ ହସପିଟାଲରେ ଚିକିତ୍ସିତ ହେଉଛନ୍ତି। ତାଙ୍କର ଉଚ୍ଚ…