ଆଜିର ଖବର ଦରଦାମ ବୃଦ୍ଧି ପ୍ରତିବାଦରେ କଂଗ୍ରେସର 6 ଘଣ୍ଟିଆ ଓଡିଶା ବନ୍ଦ, ଟାୟାର ଜାଳି କଲେ ରାସ୍ତାରୋକ ଭୁବନେଶ୍ବର, ଦେଶରେ ଦରଦାମ ବୃଦ୍ଧି ପ୍ରତିବାଦରେ ଆଜି ଓଡିଶା ପ୍ରଦେଶ କଂଗ୍ରେସ 6 ଘଣ୍ଟିଆ ବନ୍ଦ ପାଳନ କରିଛି। ଆଜି ସକାଳୁ କର୍ମିମାନେ ବିଭିନ୍ନ ସ୍ଥାନରେ ରାସ୍ତାରୋକ…