ବିଶେଷ ଖବର ଖୋର୍ଦ୍ଧା ଓ କଟକ ଜିଲ୍ଲାରେ ଚିନ୍ତା ବଢାଉଛି କରୋନା, ଦୃଢ ପଦକ୍ଷେପ ନେବାକୁ ନବୀନଙ୍କ ପରାମର୍ଶ ଭୁବନେଶ୍ବର, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍ଫରେନ୍ସିଂ ଜରିଆରେ ରାଜ୍ୟରେ କୋଭିଡ ପରିସ୍ଥିତି ସହିତ କୃଷି, ଶିଳ୍ପ, ଭିତ୍ତିଭୂମି ଆଦି ଅର୍ଥନୀତିର ବିଭିନ୍ନ କ୍ଷେତ୍ରର ସମୀକ୍ଷା…