ଆଜିର ଖବର ମିଳିଲାନି ରକ୍ତ, ଚାଲିଗଲା ୫ ବର୍ଷୀୟ ଶିଶୁପୁତ୍ରର ଜୀବନ : ଧର୍ମଗଡ ହସ୍ପିଟାଲରେ ଉତ୍ତେଜନା କଳାହାଣ୍ଡି: ସ୍ୱାସ୍ଥ୍ୟସେବାର ବିକଳ ଚିତ୍ର ପୁଣି ଥରେ ସାମ୍ନାକୁ ଆସିଛି। କଳାହାଣ୍ଡି ଜିଲ୍ଲାର ଧର୍ମଗଡ ହସ୍ପିଟାଲରେ ରକ୍ତ ଅଭାବ ଯୋଗୁଁ ଜଣେ ୫ ବର୍ଷର ଶିଶୁପୁତ୍ରର ମୃତ୍ୟୁ…