ଜାତୀୟ ଖବର ଓଡିଶା ମେଡିକାଲ ସେଣ୍ଟର ତରଫରୁ ଔଷଧୀୟ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଆରମ୍ଭ ଭୁବନେଶ୍ବର: କେଉଁ ଆଦିମ ଅନାଦି କାଳରୁ ମନୁଷ୍ୟ ବୃକ୍ଷଲତାର ବିଭିନ୍ନ ଅଂଶକୁ ଔଷଧ ଭାବରେ ବ୍ୟବହାର କରି ଆସୁଛି। ଖ୍ରୀଷ୍ଟ ପୂର୍ବ ୪୦୦୦ ଠାରୁ ୧୦୦୦ ବର୍ଷ…