ବିଶେଷ ଖବର ଓଡିଶା ଖଣି ନିଗମର ୭୧ତମ ପ୍ରତିଷ୍ଠା ଦିବସ, ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ଭୁବନେଶ୍ବର: ବର୍ତ୍ତମାନ ବିଶ୍ବ ବଜାରରେ ଲୁହାପଥର, ବକ୍ସାଇଟ୍, କ୍ରୋମାଇଟ୍ ଭଳି କଞ୍ଚାମାଲ୍ର ଚାହିଦା ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଓଡିଶା ଖଣି ନିଗମ…