ଆଜିର ଖବର ଏକାଦଶ ଶ୍ରେଣୀରେ ପଢୁଥିବା ଛାତ୍ରଛାତ୍ରୀଙ୍କୁ ରାଜ୍ୟ ସରକାର ଦେବେ ଟଙ୍କା, ଜାଣନ୍ତୁ କେମିତି ଭୁବନେଶ୍ବର: ୨୦୨୧-୨୨ ଶିକ୍ଷା ବର୍ଷରେ ଏକାଦଶ ଶ୍ରେଣୀରେ ଅଧ୍ୟୟନ ରତ ୧୦୦୦ ମେଧାବୀ ଛାତ୍ରଛାତ୍ରୀଙ୍କୁ ପ୍ରତ୍ୟେକଙ୍କୁ ୫୦୦୦ ଲେଖାଏଁ ପଠାଣି ସାମନ୍ତ ଗଣିତ ମେଧାବୃତ୍ତି ପ୍ରଦାନ ପାଇଁ…