Odisha

ଆସନ୍ତା କାଲି ରାଜ୍ୟରେ ତୃତୀୟ ପର୍ଯ୍ୟାୟ ଭୋଟ୍‌ଗ୍ରହଣ ଅନୁଷ୍ଠିତ ହେବ। ଓଡ଼ିଶାରେ ୪୨ ବିଧାନସଭା ଓ ୬ଟି ଲୋକସଭା ଆସନ ପାଇଁ ମତଦାନ ହେବ। ୬ ଲୋକସଭା…

ପୁଣି ଓଡ଼ିଶା ଗସ୍ତରେ ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ ଓ କେନ୍ଦ୍ର ଗୃହମନ୍ତ୍ରୀ ରାଜନାଥ ସିଂହ। ରାଜ୍ୟ ବିଜେପି ମୁଖପାତ୍ର ଗୋଲକ ମହାପାତ୍ର ଆଜି…

ରାଜ୍ୟରେ ତୃତୀୟ ପର୍ଯ୍ୟାୟ ପାଇଁ ଆଉ ଦିନ କେଇଟା ବାକି ରହିଛି। ଏବେ ସବୁ ଦଳଙ୍କ ତୁଫାନୀ ପ୍ରଚାର ଚାଲିଛି। ଏହିକ୍ରମରେ ବିଜେପି ଖୁବ୍‌ ଆଗରେ ରହିଛି।…

ଏପ୍ରିଲ୍‌ ୧୮ ତାରିଖ ଅର୍ଥାତ୍‌ ଗୁରୁବାର ଦିନ ଅନୁଷ୍ଠିତ ହୋଇଥିବା ଦ୍ଵିତୀୟ ପର୍ଯ୍ୟାୟ ମତଦାନରେ ରାଜ୍ୟରେ ୭୨ ପ୍ରତିଶତ ମତଦାନ ହୋଇଛି। ମୁଖ୍ୟ ନିର୍ବାଚନ ଅଧିକାରୀ ସୁରେନ୍ଦ୍ର…

ବ୍ରହ୍ମପୁର ଓ ମାଲକାନଗିରିର ଗୋଟିଏ ଲେଖାଏଁ ବୁଥ୍‌ରେ ହେବ ସାନି ଭୋଟ। ଏପ୍ରିଲ ୧୮ରେ ୨ଟି ବୁଥ୍‌ରେ ପୁନଃ ମତଦାନ ପାଇଁ ଘୋଷଣା କରାଯାଇଛି। ନିର୍ବାଚନ ଆୟୋଗ…

ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ପାଇଁ ଆଗୁଆ ଖରା ଛୁଟି ଘୋଷଣା କଲେ ରାଜ୍ୟ ସରକାର। ସ୍ବତନ୍ତ୍ର ରିଲିଫ୍‌ କମିଶନର ବିଷ୍ଣୁପଦ ସେଠୀ ଏ ବିଷୟରେ ସୂଚନା ଦେଇଛନ୍ତି।…

ଆଜି ସପ୍ତଦଶ ଲୋକସଭାର ପ୍ରଥମ ପର୍ଯ୍ୟାୟ ଭୋଟଗ୍ରହଣ ଅବସରରେ ଓଡ଼ିଶାର ୪ଟି ଲୋକସଭା ନିର୍ବାଚନ ମଣ୍ଡଳୀ ଓ ୨୮ଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ଭୋଟ୍‌ଦାନ ପ୍ରକ୍ରିୟା ଆରମ୍ଭ…

୪ଟି ପର୍ଯ୍ୟାୟରେ ଓଡିଶାରେ ହେବାକୁ ନିର୍ବାଚନ ପାଇଁ  ଚତୁର୍ଥ ପର୍ଯ୍ୟାୟ ନାମାଙ୍କନ ଭରିବା ପ୍ରକ୍ରିୟା ଜାରି ରହିଛି। ଆଜି ବିଭିନ୍ନ ଦଳର ହେଭିୱେଟ୍ ନେତା ନିଜର ପ୍ରାର୍ଥୀପତ୍ର…

ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ ଓଡ଼ିଶା ଗସ୍ତରେ ଆସିଛନ୍ତି। ଏହି ଅବସରରେ ଓଡ଼ିଶା ଲାଗି ବିଜେପିର ନିର୍ବାଚନ ଇସ୍ତାହାର ‘ସଂକଳ୍ପ ପତ୍ର’ ପ୍ରକାଶ…

ଆଜି ଓଡ଼ିଶା କଂଗ୍ରେସ ଭବନରେ ଦଳ ନିଜର ନିର୍ବାଚନୀ ଇସ୍ତାହାର ପ୍ରକାଶ କରିଛି। ପ୍ରଦେଶ କଂଗ୍ରେସର ସଭାପତି ନିରଞ୍ଜନ ପଟ୍ଟନାୟକ, ଇସ୍ତାହାର କମିଟିର ଅଧ୍ୟକ୍ଷ ଗଣେଶ୍ୱର ବେହେରା…

ନିର୍ବାଚନର ବିଗୁଲ୍‌ ବାଜିସାରିଛି ଆଉ ଛଅ ଦିନରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଅନୁଷ୍ଠିତ ହେବ। ଏହି ଅବସରରେ ଓଡ଼ିଶାରେ ପ୍ରମୁଖ ରାଜନୈତିକ ଦଳମାନଙ୍କର ହାଇଭୋଲେଟଜ୍‌ ଡ୍ରାମା ଦେଖିବାକୁ…

ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଆସନ୍ତା ୧୧ ତାରିଖରୁ ଆରମ୍ଭ ହେବାକୁ ଥିବାବେଳେ ପ୍ରାୟ ସମସ୍ତ ରାଜନୈତିକ ଦଳମାନଙ୍କର ମାରାଥନ୍‌ ପ୍ରଚାର ଚାଲିଛି। ଏହି କ୍ରମରେ ବିଜେପି ତରଫରୁ…

ଚଳିତ ସାଧାରଣ ନିର୍ବାଚନର ଚତୁର୍ଥ ପର୍ଯ୍ୟାୟ ବିଜ୍ଞପ୍ତି ପ୍ରକାଶ ପାଇଛି। ମୁଖ୍ୟ ନିର୍ବାଚନ କମିଶନଙ୍କ ପକ୍ଷରୁ ଏହି ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି ପ୍ରକାଶ ପାଇଥିବା ବିଜ୍ଞପ୍ତି…

ନିର୍ବାଚନ ପାଖେଇ ଆସୁଥିବା ବେଳେ ବିଭିନ୍ନ ରାଜନୈତିକ ଦଳ ନିଜ ନିଜର ପ୍ରଚାର ଅଭିଯାନକୁ ଜୋର କରିଛନ୍ତି। ଗତ ୨ଦିନ ତଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଜୟପୁରରେ…

ଓଡ଼ିଶାରେ ବିଜେପି ଆଜି ନିର୍ବାଚନୀ ଶଙ୍ଖନାଦ କରିଛି। ପ୍ରଧାନମନ୍ତ୍ରୀ ମୋଦି ଜୟପୁର ଜନସମାବେଶେର ଯୋଗ ଦେଇ ଉଭୟ ବିଜେଡ଼ି ଓ କଂଗ୍ରେସ ଉପରେ ଖୁବ୍‌ ଜୋରରେ ବର୍ଷିଛନ୍ତି।…

କଂଗ୍ରେସ ପକ୍ଷରୁ ଚଳିତ ଲୋକସଭା ନିର୍ବାଚନ ପାଇଁ ପ୍ରାର୍ଥୀ ତାଲିକା ଘୋଷଣା କରାଯାଇଛି। ଏହି ଆସନ ତାଲିକାରେ ରହିଛି ପୁରୀ, କେନ୍ଦୁଝର, କେନ୍ଦ୍ରାପଡା, ଜଗତସିଂହପୁର, ଢେଙ୍କାନାଳ, ଭଦ୍ରକ…

ସମୀକ୍ଷା ବ୍ୟୁରୋ ଅଭିନେତାରୁ ନେତା ଆଉ ନେତାରୁ ସାଂସଦ ହୋଇଥିବା ସିଦ୍ଧାନ୍ତ ମହାପାତ୍ରଙ୍କ ବ୍ରହ୍ମପୁର ଟିକେଟ କଟିବା ପରେ ସେ ବିଧାନସଭା ପାଇଁ ଆଗ୍ରହ ପ୍ରକାଶ କରିଛନ୍ତି।…

ଚଳିତ ଲୋକସଭା ନିର୍ବାଚନ ପାଇଁ ତୃତୀୟ ପର୍ଯ୍ୟାୟ ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜ୍ୟ ନିର୍ବାଚନ କମିଶନଙ୍କ କାର୍ଯ୍ୟାଳୟରୁ ଏହି ସୂଚନା ପ୍ରକାଶ ପାଇଛି। ତୃତୀୟ ପର୍ଯ୍ୟାୟ ବିଜ୍ଞପ୍ତି…