Odisha

ଓଡିଶା ରାଜ୍ୟ ପାଇଁ ଆସୁଛି ଆଉ ଏକ ବାତ୍ୟା। ଯାହାର ନାମ ରହିଛି ଫୋନି। ପୂର୍ବରୁ ଏହା ଦକ୍ଷିଣଭାରତର ତାମିଲନାଡୁ ଏବଂ ଆନ୍ଧ୍ରପ୍ରଦେଶ ସ୍ଥଳଭାଗ ସ୍ପର୍ଶ କରିବାରଥିଲା,…

ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ଶାନ୍ତିଶୃଙ୍ଖଳାର ସହିତ ଭୋଟ ଗ୍ରହଣ ଚାଲିଛି। ଓଡିଶା ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସୂଚନା ଅନୁସାରେ ରାଜ୍ୟରେ ବର୍ତ୍ତମାନ ଦିନ ୧୧ଟା ସୁଦ୍ଧା ୧୭…

କେଉଁଠି ଇଭିଏମ ଖରାପ, କେଉଁଠି କାମ କରୁନାହିଁ ଏହିପରି କିଛି ଅଭିଯୋଗକୁ ଛାଡିଦେଲେ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମତଦାନ ଠିକଠାକ ଚାଲିଛି। ଏହି ପର୍ଯ୍ୟାୟରେ ୯୫ଲକ୍ଷ ୬ଶହ…

ଆସନ୍ତା ୨୯ ତାରିଖରେ ରାଜ୍ୟରେ ଚତୁର୍ଥ ପର୍ଯ୍ୟାୟ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନ। ଏହି ନିର୍ବାଚନକୁ ଆଖିଆଗରେ ରଖି ବିଜେପି ଓଡ଼ିଶାରେ ତା’ର ନିର୍ବାଚନୀ ପ୍ରଚାର ପୂରା…

ରାଜ୍ୟରେ ପର୍ଯ୍ୟାୟକ୍ରମେ ମତଦାନ ଚାଲିଥିବା ବେଳେ କେତେକ ସ୍ଥାନରେ ମତଦାନ ଠିକ ଭାବେ ହୋଇପାରିନଥିଲା। ତେଣୁ ସାନି ନିର୍ବାଚନ ଉପରେ ମୁଖ୍ୟ ନିର୍ବାଚନ ଅଧିକାରୀ ପ୍ରତିକ୍ରିୟା ଦେଇଛନ୍ତି।…

ଚତୁର୍ଥ ପର୍ଯ୍ୟାୟରେ ପ୍ରତିଦ୍ୱନ୍ଦିତା କରୁଥିବା ପ୍ରାର୍ଥୀଙ୍କ ସମ୍ପତ୍ତି ତାଲିକା ପ୍ରକାଶ ପାଇଛି। ଏଡିଆର୍‌ ପକ୍ଷରୁ ଏ ସମ୍ପର୍କିତଏକ ରିପୋର୍ଟ ପ୍ରକାଶ ପାଇଛି। ପ୍ରକାଶ ପାଇଥିବା ରିପୋର୍ଟ ଅନୁଯାୟୀ…

କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଶୁକ୍ରବାର ପୁନର୍ବାର ଓଡ଼ିଶା ଗସ୍ତରେ ଆସୁଛନ୍ତି। ଓଡିଶାରେ ଆଉ ଗୋଟିଏ ପର୍ଯ୍ୟାୟ ନିର୍ବାଚନ ବାକିଥିବାରୁ ଓଡିଶାରେ ପ୍ରଚାର କରି ଦଳୀୟ କର୍ମୀଙ୍କୁ…

ଯାଜପୁରର ବରୀରେ ବିଜେପିର ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେଇଛନ୍ତି ଗୃହ ମନ୍ତ୍ରୀ ରାଜନାଥ ସିଂ। ସେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନୀ ପ୍ରଚାର ଅବସରରେ ବିଜେପି ନେତାଙ୍କ…

କେଦାର ମିଶ୍ର ତୃତୀୟ ପର୍ୟାୟ ନିର୍ବାଚନ ପୂର୍ବରୁ ଓଡିଶାର ବିଭିନ୍ନ ନିର୍ବାଚନ ମଣ୍ଡଳୀରେ ନିର୍ବାଚନୀ ହିଂସା ବଢି ଚାଲିଛି। ନିର୍ବାଚନ ତାରିଖର ୪୮ ଘଣ୍ଟା ଆଗରୁ ପିପିଲି…

ଆସନ୍ତା କାଲି ରାଜ୍ୟରେ ତୃତୀୟ ପର୍ଯ୍ୟାୟ ଭୋଟ୍‌ଗ୍ରହଣ ଅନୁଷ୍ଠିତ ହେବ। ଓଡ଼ିଶାରେ ୪୨ ବିଧାନସଭା ଓ ୬ଟି ଲୋକସଭା ଆସନ ପାଇଁ ମତଦାନ ହେବ। ୬ ଲୋକସଭା…

ପୁଣି ଓଡ଼ିଶା ଗସ୍ତରେ ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ ଓ କେନ୍ଦ୍ର ଗୃହମନ୍ତ୍ରୀ ରାଜନାଥ ସିଂହ। ରାଜ୍ୟ ବିଜେପି ମୁଖପାତ୍ର ଗୋଲକ ମହାପାତ୍ର ଆଜି…

ରାଜ୍ୟରେ ତୃତୀୟ ପର୍ଯ୍ୟାୟ ପାଇଁ ଆଉ ଦିନ କେଇଟା ବାକି ରହିଛି। ଏବେ ସବୁ ଦଳଙ୍କ ତୁଫାନୀ ପ୍ରଚାର ଚାଲିଛି। ଏହିକ୍ରମରେ ବିଜେପି ଖୁବ୍‌ ଆଗରେ ରହିଛି।…

ଏପ୍ରିଲ୍‌ ୧୮ ତାରିଖ ଅର୍ଥାତ୍‌ ଗୁରୁବାର ଦିନ ଅନୁଷ୍ଠିତ ହୋଇଥିବା ଦ୍ଵିତୀୟ ପର୍ଯ୍ୟାୟ ମତଦାନରେ ରାଜ୍ୟରେ ୭୨ ପ୍ରତିଶତ ମତଦାନ ହୋଇଛି। ମୁଖ୍ୟ ନିର୍ବାଚନ ଅଧିକାରୀ ସୁରେନ୍ଦ୍ର…

ବ୍ରହ୍ମପୁର ଓ ମାଲକାନଗିରିର ଗୋଟିଏ ଲେଖାଏଁ ବୁଥ୍‌ରେ ହେବ ସାନି ଭୋଟ। ଏପ୍ରିଲ ୧୮ରେ ୨ଟି ବୁଥ୍‌ରେ ପୁନଃ ମତଦାନ ପାଇଁ ଘୋଷଣା କରାଯାଇଛି। ନିର୍ବାଚନ ଆୟୋଗ…

ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ପାଇଁ ଆଗୁଆ ଖରା ଛୁଟି ଘୋଷଣା କଲେ ରାଜ୍ୟ ସରକାର। ସ୍ବତନ୍ତ୍ର ରିଲିଫ୍‌ କମିଶନର ବିଷ୍ଣୁପଦ ସେଠୀ ଏ ବିଷୟରେ ସୂଚନା ଦେଇଛନ୍ତି।…

ଆଜି ସପ୍ତଦଶ ଲୋକସଭାର ପ୍ରଥମ ପର୍ଯ୍ୟାୟ ଭୋଟଗ୍ରହଣ ଅବସରରେ ଓଡ଼ିଶାର ୪ଟି ଲୋକସଭା ନିର୍ବାଚନ ମଣ୍ଡଳୀ ଓ ୨୮ଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ଭୋଟ୍‌ଦାନ ପ୍ରକ୍ରିୟା ଆରମ୍ଭ…

୪ଟି ପର୍ଯ୍ୟାୟରେ ଓଡିଶାରେ ହେବାକୁ ନିର୍ବାଚନ ପାଇଁ  ଚତୁର୍ଥ ପର୍ଯ୍ୟାୟ ନାମାଙ୍କନ ଭରିବା ପ୍ରକ୍ରିୟା ଜାରି ରହିଛି। ଆଜି ବିଭିନ୍ନ ଦଳର ହେଭିୱେଟ୍ ନେତା ନିଜର ପ୍ରାର୍ଥୀପତ୍ର…

ଭାରତୀୟ ଜନତା ପାର୍ଟିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ ଓଡ଼ିଶା ଗସ୍ତରେ ଆସିଛନ୍ତି। ଏହି ଅବସରରେ ଓଡ଼ିଶା ଲାଗି ବିଜେପିର ନିର୍ବାଚନ ଇସ୍ତାହାର ‘ସଂକଳ୍ପ ପତ୍ର’ ପ୍ରକାଶ…

ଆଜି ଓଡ଼ିଶା କଂଗ୍ରେସ ଭବନରେ ଦଳ ନିଜର ନିର୍ବାଚନୀ ଇସ୍ତାହାର ପ୍ରକାଶ କରିଛି। ପ୍ରଦେଶ କଂଗ୍ରେସର ସଭାପତି ନିରଞ୍ଜନ ପଟ୍ଟନାୟକ, ଇସ୍ତାହାର କମିଟିର ଅଧ୍ୟକ୍ଷ ଗଣେଶ୍ୱର ବେହେରା…