Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଜି ୯୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର:  ରାଜ୍ୟରେ ଆଜି ୯୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୫୭୨ ଜଣ ଚିହ୍ନଟ ହୋଇଥିବାବେଳେ ୪୧୪ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୫ହଜାର ୯୮୬କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୨ ଲକ୍ଷ ୯୨ ହଜାର ୪୭୭ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧୧ ହଜାର ୯୭୩ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ୧୪୬୯ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୩୦ଟି ଜିଲ୍ଲାରୁ ମୋଟ୍‌ ୯୮୬ ଜଣ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୧୧୨ ଜଣ ଚିହ୍ନଟ ହୋଇଥିବାବେଳେ ଅନୁଗୁଳରୁ ୬୪, ବାଲେଶ୍ଵରରୁ ୪୩,  ବରଗଡରୁ ୩୪, ଭଦ୍ରକରୁ ୧୦, ବଲାଙ୍ଗିରରୁ ୨୬, ବୌଦ୍ଧରୁ ୮, କଟକରୁ ୮୧,  ଦେବଗଡରୁ ୫,  ଢେଙ୍କାନାଳରୁ ୨୬, ଗଜପତି ରୁ ୩,  ଗଞ୍ଜାମରୁ ୧୫, ଜଗତସିଂହପୁରରୁ  ୫୪, ଯାଜପୁରରୁ ୨୮, ଝାରସୁଗୁଡାରୁ ୧୯, କଳାହାଣ୍ଡିରୁ ୪୨, କନ୍ଧମାଳରୁ ୧୩, କେନ୍ଦ୍ରାପଡାରୁ ୪୪, କେଉଁଝରରୁ ୪୯, କୋରାପୁଟରୁ ୧୪, ମାଲକାନଗିରିରୁ ୬,  ମୟୂରଭଞ୍ଜରୁ ୫୭, ନବରଙ୍ଗପୁରରୁ ୧୫, ନୟାଗଡରୁ ୧୦, ନୂଆପଡାରୁ ୩୮, ପୁରୀରୁ ୩୨, ରାୟଗଡାରୁ ୧୬,  ସମ୍ବଲପୁରରୁ ୧୬, ସୋନପୁରରୁ ୩, ସୁନ୍ଦରଗଡରୁ ୮୦ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ପୁଲ୍‌ରୁ ୨୩ ଜଣ ଚିହ୍ନଟ ହୋଇଥିବାର ସୂଚନା ରହିଛି।

 

Categories
ଆଜିର ଖବର ରାଜ୍ୟ ଖବର

ଆଜି ରାଜ୍ୟରୁ ଆରୋଗ୍ୟ ଲାଭ କଲେ ଆଉ ୧ ହଜାର ୪୪୮ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ୧ ହଜାର ୪୪୮ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।  ଖୋର୍ଦ୍ଧାରୁ ସର୍ବାଧିକ ୧୬୧ ଜଣ ସୁସ୍ଥ ହୋଇଥିବା ବେଳେ କଟକରୁ ୧୦୭, ବରଗଡରୁ ୯୯, ସୁନ୍ଦରଗଡରୁ ୯୮, କଳାହାଣ୍ଡିରୁ ୭୨, ଜଗତସିଂହପୁରରୁ ୭୦, ନୂଆପଡ଼ାରୁ ୬୮, କେନ୍ଦୁଝରରୁ ୬୬, ମୟୂରଭଞ୍ଜରୁ ୬୬, ବାଲେଶ୍ବରରୁ ୫୮, ପୁରୀରୁ ୫୭, ଅନୁଗୁଳରୁ ୫୩, ଭଦ୍ରକରୁ ୪୯, ବଲାଙ୍ଗିରିରୁ ୪୯, କେନ୍ଦ୍ରାପଡ଼ାରୁ ୪୯, ସମ୍ବଲପୁରରୁ ୪୩, ଯାଜପୁରରୁ ୪୧, ଝାରସୁଗୁଡ଼ାରୁ ୨୯, ମାଲକାନଗିରିରୁ ୨୮, ନବରଙ୍ଗପୁରରୁ ୨୮, ଢେଙ୍କାନାଳରୁ ୨୩, ସୋନପୁରରୁ ୨୨, ଗଞ୍ଜାମରୁ ୧୯, କୋରାପୁଟରୁ ୧୭, କନ୍ଧମାଳରୁ ୧୨, ନୟାଗଡରୁ ୧୨, ରାୟଗଡାରୁ ୭, ଗଜପତିରୁ ୬, ଦେବଗଡ଼ରୁ ୫ ଏବଂ ଷ୍ଟେଟ ପୁଲରୁ ୩୪ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୨ ଲକ୍ଷ ୯୧ ହଜାର ୧୩୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୩ ହଜାର ୭୮୦ ମଧ୍ୟରୁ ୧୧ ହଜାର ୩୩୬ ଜଣ ଚିକିତ୍ସିଧୀନ ଥିବା ବେଳେ ୧୪୫୪ ଜଣ କରୋନାରେ ମୃତ୍ୟୁବରଣ କରଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ଆଜି ରାଜ୍ୟରୁ ଆରୋଗ୍ୟ ଲାଭ ଆଉ ୧ ହଜାର ୬୮୩ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ୧ ହଜାର ୬୮୩ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।  ଖୋର୍ଦ୍ଧାରୁ ସର୍ବାଧିକ ୨୧୭ ଜଣ ସୁସ୍ଥ ହୋଇଥିବା ବେଳେ ସୁନ୍ଦରଗଡରୁ ୧୧୩, କଟକରୁ ୧୦୪, ବୌଦ୍ଧରୁ ୯୧, କଳାହାଣ୍ଡିରୁ ୮୩, ମୟୂରଭଞ୍ଜରୁ ୮୦, ବାଲେଶ୍ବରରୁ ୭୮, ନୂଆପଡ଼ାରୁ ୭୬, ପୁରୀରୁ ୭୬, ଅନୁଗୁଳରୁ ୬୪, କୋରାପୁଟରୁ ୬୧, କେନ୍ଦୁଝରରୁ ୫୯, ଜଗତସିଂହପୁରରୁ ୫୫, ଢେଙ୍କାନାଳରୁ ୫୨, କେନ୍ଦ୍ରାପଡାରୁ ୫୨, ବଲାଙ୍ଗିରିରୁ ୪୬, ଭଦ୍ରକରୁ ୪୦, ଯାଜପୁରରୁ ୩୪, ନୟାଗଡରୁ ୩୪, ମାଲକାନଗିରୁ ୩୩, ବରଗଡରୁ ୩୨, ନବରଙ୍ଗପୁରରୁ ୩୨, ଝାରସୁଗୁଡାରୁ ୨୭, ଗଞ୍ଜାମରୁ ୨୬, ସୋନପୁରରୁ ୨୩, ସମ୍ବଲପୁରରୁ ୨୦, କନ୍ଧମାଳରୁ ୧୨, ରାୟଗଡ଼ାରୁ ୧୪, ଦେବଗଡ଼ରୁ ୭, ଗଜପତିରୁ ୭, ଏବଂ ଷ୍ଟେଟ ପୁଲରୁ ୩୫ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୨ ଲକ୍ଷ ୮୬ ହଜାର ୮୫୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୧୪୦ ମଧ୍ୟରୁ ୧୧ ହଜାର ୮୨୦ ଜଣ ଚିକିତ୍ସିଧୀନ ଥିବା ବେଳେ ୧୪୧୦ ଜଣ କରୋନାରେ ମୃତ୍ୟୁବରଣ କରଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ଆଜି ରାଜ୍ୟରୁ ଆରୋଗ୍ୟ ଲାଭ କଲେ ଆଉ ୧ ହଜାର ୬୪୧ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ୧ ହଜାର ୬୪୧ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।  ଖୋର୍ଦ୍ଧାରୁ ସର୍ବାଧିକ ୧୮୨ ଜଣ ସୁସ୍ଥ ହୋଇଥିବା ବେଳେ ମୟୂରଭଞ୍ଜରୁ ୧୪୯, ଜଗତସିଂହପୁରରୁ ୧୨୨, କଟକରୁ ୧୦୯, ଅନୁଗୁଳରୁ ୮୪, ସୁନ୍ଦରଗଡରୁ ୮୩, ବଲାଙ୍ଗିରିରୁ ୭୮, ବାଲେଶ୍ବରରୁ ୭୬, କେନ୍ଦ୍ରାପଡାରୁ ୬୩, କେନ୍ଦୁଝରରୁ ୫୬, ମାଲକାନଗିରିରୁ ୫୪, କୋରାପୁଟରୁ ୫୧, କଳାହାଣ୍ଡିରୁ ୪୮, ନୂଆପଡାରୁ ୪୮, ପୁରୀରୁ ୪୭, ନବରଙ୍ଗପୁରରୁ ୪୨, ବରଗଡରୁ ୩୯, ନୟାଗଡରୁ ୩୩, ଢେଙ୍କାନାଳରୁ ୩୨, ଗଞ୍ଜାମରୁ ୩୨, ଝାରସୁଗୁଡାରୁ ୩୨, ସମ୍ବଲପୁରରୁ ୨୯, ଭଦ୍ରକରୁ ୨୫, ଯାଜପୁରରୁ ୨୨, ସୋନପୁରରୁ ୧୮, ବୌଦ୍ଧରୁ ୧୭, ଦେବଗଡ଼ରୁ ୧୩, କନ୍ଧମାଳରୁ ୧୨, ରାୟଗଡାରୁ ୮, ଗଜପତି ରୁ ୪ ଏବଂ ଷ୍ଟେଟ ପୁଲରୁ ୩୩ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୨ ଲକ୍ଷ ୮୫ ହଜାର ୧୭୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୯୮ ହଜାର ୭୬୮ ମଧ୍ୟରୁ ୧୨ ହଜାର ୧୪୮ ଜଣ ଚିକିତ୍ସିଧୀନ ଥିବା ବେଳେ ୧୩୯୩ ଜଣ କରୋନାରେ ମୃତ୍ୟୁବରଣ କରଛନ୍ତି।

 

Categories
ଆଜିର ଖବର ରାଜ୍ୟ ଖବର

ଆଜି ଭୁବନେଶ୍ୱର ମହାନଗରରୁ ୬୧ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ଆଜି ଭୁବନେଶ୍ୱରରୁ ୬୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜିର ଆକ୍ରାନ୍ତଙ୍କ ମଧ୍ୟରେ ୧୩ ଜଣ କ୍ବାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୪୮ ଜଣ ଲୋକାଲ କେସ ଅଛନ୍ତି। ସେହିଭଳି ଆଜି ୯୧ ଜଣ କରୋନା ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଥିବାର ଟ୍ବିଟ ଯୋଗେ ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ।

ଭୁବନେଶ୍ୱରରୁ ମୋଟ ୨୯ ହଜାର ୫୮୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୮ ହଜାର ୪୮୬ ଜଣ ସୁସ୍ଥ ହୋଇଛନ୍ତି। ଏବେ ୮୯୯ ଜଣ ଆକ୍ରାନ୍ତ ସକ୍ରିୟ ଥିବା ବେଳେ ୧୭୭ ଜଣଙ୍କର ମୃତ୍ୟୁ ହୋଇଛି।

Categories
ଆଜିର ଖବର ରାଜ୍ୟ ଖବର

ଆଜି ରାଜ୍ୟରୁ ଆରୋଗ୍ୟ ଲାଭ କଲେ ଆଉ ୧ ହଜାର ୪୬୦ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ୧ ହଜାର ୪୬୦ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି।  ଖୋର୍ଦ୍ଧାରୁ ସର୍ବାଧିକ ୧୬୯ ଜଣ ସୁସ୍ଥ ହୋଇଥିବା ବେଳେ  ବାଲଶ୍ୱରରୁ ୧୧୦, କଟକରୁ ୧୦୭, ସୁନ୍ଦରଗଡପୁ ୯୭, ଜଗତସିଂହପୁରରୁ ୯୩, କେନ୍ଦୁଝରରୁ ୯୦, ଅନୁଗୋଳରୁ ୮୪, ବଲାଙ୍ଗୀରରରୁ ୬୭, ମୟୂରଭଞ୍ଜରୁ ୬୦, ନୂଆପଡାରୁ ୬୦, କେନ୍ଦ୍ରାପଡାରୁ ୫୦, ଢେଙ୍କାନାଳରୁ ୪୧, କଳାହାଣ୍ଡିରୁ ୪୦, ନୟାଗଡରୁ ୩୫, ଝାରସୁଗୁଡାରୁ ୩୩, ବରଗଡରୁ-ପୁରୀରୁ ୩୨, ଯାଜପୁରରୁ ୨୯, ନବରଙ୍ଗପୁରରୁ ୨୮, ଗଞ୍ଜାମରୁ ୨୬, ସମ୍ବଲପୁରରୁ ୨୩, କୋରାପୁଟରୁ ୨୨, କନ୍ଧମାଳରୁ ୧୯, ବୌଦ୍ଧରୁ ୧୫, ଭଦ୍ରକରୁ ୧୪, ସୋନପୁରରୁ ୧୩, ଦେବଗଡରୁ-ମାଲକାନଗିରିରୁ ୧୧, ଗଜପତିରୁ ୧୦ ଓ ରାୟଗଡାରୁ ୮ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୨ ଲକ୍ଷ ୮୩ ହଜାର ୫୩୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୯୭ ହଜାର ୨୭୪ ମଧ୍ୟରୁ ୧୨ ହଜାର ୩୧୦ ଜଣ ଚିକିତ୍ସିଧୀନ ଥିବା ବେଳେ ୧୩୭୮ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

 

 

Categories
ଆଜିର ଖବର ରାଜ୍ୟ ଖବର

ଆଜି ରାଜ୍ୟରୁ ଆରୋଗ୍ୟ ଲାଭ କଲେ ଆଉ ୧ ହଜାର ୫୨୦ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ୧ ହଜାର ୫୨୦ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଖୋର୍ଦ୍ଧାରୁ ସର୍ବାଧିକ ୨୮୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୟୂରଭଞ୍ଜରୁ ୧୧୩, କଟକରୁ ୧୦୨, ଜଗତସିଂହପୁରରୁ ୯୪, ଅନୁଗୁଳରୁ ୮୯, ନୂଆପଡ଼ାରୁ ୭୦, ଝାରସୁଗୁଡାରୁ ୬୮, ସୁନ୍ଦରଗଡରୁ ୬୫, ବଲାଙ୍ଗିରିରୁ ୬୩, କେନ୍ଦ୍ରାପଡାରୁ ୫୩, ବାଲେଶ୍ବରରୁ ୫୦, ଯାଜପୁରରୁ ୪୮, ବରଗଡରୁ ୪୬, ପୁରୀରୁ ୪୫, ଗଞ୍ଜାମରୁ ୩୬, କେନ୍ଦୁଝରରୁ ୩୦, ସମ୍ବଲପୁରରୁ ୨୭, ଭଦ୍ରକରୁ ୨୬, ଢେଙ୍କାନାଳରୁ ୨୫, ସୋନପୁରରୁ ୨୫, କଳାହାଣ୍ଡିରୁ ୨୪, କୋରାପୁଟରୁ ୨୪, ବୌଦ୍ଧରୁ ୧୭, ନବରଙ୍ଗପୁରରୁ ୧୬, ନୟାଗଡରୁ ୧୬, ଦେବଗଡ଼ରୁ ୧୧, ରାୟଗଡ଼ାରୁ ୧୦, କନ୍ଧମାଳରୁ ୮, ମାଲକାନଗିରିରୁ ୮, ଗଜପତିରୁ ୫ ଏବଂ ଷ୍ଟେଟ ପୁଲରୁ ୨୧ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୨ ଲକ୍ଷ ୮୨ ହଜାର ୭୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୯୫ ହଜାର ୮୮୯ ମଧ୍ୟରୁ ୧୨ ହଜାର ୩୯୯ ଜଣ ଚିକିତ୍ସିଧୀନ ଥିବା ବେଳେ ୧୩୬୪ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

 

Categories
ଆଜିର ଖବର ରାଜ୍ୟ ଖବର

ରାଜ୍ୟରେ ଆଜି ୧ ହଜାର ୨୦୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ: ଜାଣନ୍ତୁ କେଉଁ ଜିଲ୍ଲାରେ ରହିଛନ୍ତି କେତେ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ଆଜି ୧ ହଜାର ୨୦୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୬୯୭ ଜଣ ଚିହ୍ନଟ ହୋଇଥିବାବେଳେ ୫୦୪ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୯୪ ହଜାର ୪୧୫ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୨ ଲକ୍ଷ ୭୯ ହଜାର ୯୧ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧୩ ହଜାର ୯୧୯ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ୧୩୪୦ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୩୦ଟି ଜିଲ୍ଲାରୁ ମୋଟ୍‌ ୧ ହଜାର ୨୦୧ ଜଣ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୧୩୨ ଚିହ୍ନଟ ହୋଇଥିବାବେଳେ ଅନୁଗୁଳରୁ ୪୯, ବାଲେଶ୍ବରରୁ ୪୮, ବରଗଡରୁ ୫୮, ଭଦ୍ରକରୁ ୨୭, ବଲାଙ୍ଗିରରୁ ୫୨, ବୌଦ୍ଧରୁ ୮, କଟକରୁ ୬୯,  ଦେବଗଡରୁ ୫,  ଢେଙ୍କାନାଳରୁ ୧୪, ଗଜପତିରୁ ୨, ଗଞ୍ଜାମରୁ ୬୧, ଜଗତସିଂହପୁରରୁ  ୭୩, ଯାଜପୁରରୁ ୨୮, ଝାରସୁଗୁଡାରୁ ୩୫, କଳାହାଣ୍ଡିରୁ ୨୬, କନ୍ଧମାଳରୁ ୯, କେନ୍ଦ୍ରାପଡାରୁ ୪୩, କେଉଁଝରରୁ ୩୨, କୋରାପୁଟରୁ ୨୮, ମାଲକାନଗିରିରୁ ୩୦,  ମୟୂରଭଞ୍ଜରୁ ୭୩, ନବରଙ୍ଗପୁରରୁ ୨୪, ନୟାଗଡରୁ ୧୪, ନୂଆପଡାରୁ ୫୭, ପୁରୀରୁ ୪୩, ରାୟଗଡାରୁ ୧୫,  ସମ୍ବଲପୁରରୁ ୩୧, ସୋନପୁରରୁ ୨୪,  ସୁନ୍ଦରଗଡରୁ ୬୭ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ପୁଲ୍‌ରୁ ୨୪ ଜଣ ଚିହ୍ନଟ ହୋଇଥିବାର ସୂଚନା ରହିଛି।

Categories
ଆଜିର ଖବର ରାଜ୍ୟ ଖବର

ଆଜି ରାଜ୍ୟରୁ ପୁଣି ଆରୋଗ୍ୟ ଲାଭ କଲେ ୧ ହଜାର ୫୨୭ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ୧ ହଜାର ୫୨୭ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ବାଲେଶ୍ବରରୁ ଏବଂ ସୁନ୍ଦରଗଡରୁ ୧୨୭ ଜଣ ଲେଖାଏଁ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଥିବା ବେଳେ ଖୋର୍ଦ୍ଧାରୁ ୧୧୫, କଟକରୁ ୧୦୭, ନୂଆପଡ଼ାରୁ, ୧୦୪, ଜଗତସିଂହପୁରରୁ ୮୯, ଅନୁଗୁଳରୁ ୭୦, ଯାଜପୁରରୁ ୬୦, ବରଗଡରୁ ୫୬, ପୁରୀରୁ ୪୬, ମୟୂରଭଞ୍ଜରୁ ୪୫, ଢେଙ୍କାନାଳରୁ ୪୪, କେନ୍ଦୁଝରରୁ ୪୪, ବଲାଙ୍ଗିରିରୁ ୪୨, ଭଦ୍ରକରୁ ୪୧, କେନ୍ଦ୍ରାପଡାରୁ ୪୧, ସମ୍ବଲପୁରରୁ ୪୧, କଳାହାଣ୍ଡିରୁ ୩୬, କୋରାପୁଟରୁ ୩୪, ମାଲକାନଗିରିରୁ ୩୨, ସୋନପୁରରୁ ୨୮, ନୟାଗଡରୁ ୨୬, କନ୍ଧମାଳରୁ ୨୩, ଝାରସୁଗୁଡାରୁ ୨୨, ଗଞ୍ଜାମରୁ ୨୦, ନବରଙ୍ଗପୁରରୁ ୨୦, ବୌଦ୍ଧରୁ ୧୬, ରାୟଗଡାରୁ ୧୫, ଦେବଗଡ଼ରୁ ୧୩, ଗଜପତିରୁ ୬ ଏବଂ ଷ୍ଟେଟ ପୁଲରୁ ୩୭ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୨ ଲକ୍ଷ ୭୯ ହଜାର ୯୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୯୩ ହଜାର ୨୧୪ ମଧ୍ୟରୁ ୧୨ ହଜାର ୭୩୦ ଜଣ ଚିକିତ୍ସିଧୀନ ଥିବା ବେଳେ ୧୩୪୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ଆଜି ରାଜ୍ୟରୁ ଆରୋଗ୍ୟ ଲାଭ କଲେ ଆଉ ୧ ହଜାର ୮୧୫ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ୧ ହଜାର ୮୧୫ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଖୋର୍ଦ୍ଧାରୁ ସର୍ବଧିକ ୨୨୦ ଜଣ ଆରୋଗ୍ୟ ଲାଭ କରିଥିବା ବେଳେ କଟକରୁ ୧୫୨, ଅନୁଗୁଳରୁ ୧୪୮, ସୁନ୍ଦରଗଡରୁ ୯୭, ପୁରୀରୁ ୯୬, ମୟୂରଭଞ୍ଜରୁ ୮୩, ବଲାଙ୍ଗିରିରୁ ୭୬, ଯାଜପୁରରୁ ୭୬, କେନ୍ଦୁଝରରୁ ୬୮, ଭଦ୍ରକରୁ ୬୭, କେନ୍ଦ୍ରାପଡାରୁ ୬୨, ବରଗଡରୁ ୬୧, ଜଗତସିଂହପୁରରୁ ୬୦, ନୂଆପଡ଼ାରୁ ୫୮, କୋରାପୁଟରୁ ୪୯, କଳାହାଣ୍ଡିରୁ ୪୫, ବାଲେଶ୍ବରରୁ ୪୨, ନବରଙ୍ଗପୁରରୁ ୩୯, ସମ୍ବଲପୁରରୁ ୩୯, ଝାରସୁଗୁଡାରୁ ୩୫, ମାଲକାନଗିରିରୁ ୩୪, ନୟାଗଡରୁ ୩୦, ବୌଦ୍ଧରୁ ୨୩, ଗଞ୍ଜାମରୁ ୨୩, ଢେଙ୍କାନାଳରୁ ୨୧, କନ୍ଧମାଳରୁ ୧୮, ଗଜପତିରୁ ୧୫, ରାୟଗଡାରୁ ୧୨, ସୋନପୁରରୁ ୧୫, ଦେବଗଡରୁ ୭, ଏବଂ ଷ୍ଟେଟ ପୁଲରୁ ୪୪ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୨ ଲକ୍ଷ ୭୭ ହଜାର ୫୬୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୯୧ ହଜାର ୮୨୫ ମଧ୍ୟରୁ ୧୨ ହଜାର ୮୭୭ ଜଣ ଚିକିତ୍ସିଧୀନ ଥିବା ବେଳେ ୧୩୩୧ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

 

Categories
ଆଜିର ଖବର ରାଜ୍ୟ ଖବର

ଆଜି ରାଜ୍ୟରୁ ଆରୋଗ୍ୟ ଲାଭ ଆଉ ୧ ହଜାର ୯୧୧ ଜଣ କରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ୧ ହଜାର ୯୧୧ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଖୋର୍ଦ୍ଧାରୁ ସର୍ବଧିକ ୨୪୫ ଜଣ ଆରୋଗ୍ୟ ଲାଭ କରିଥିବା ବେଳେ କଟକରୁ ୧୫୩, ବଲାଙ୍ଗିରିରୁ ୧୩୮, ସୁନ୍ଦରଗଡରୁ ୧୦୧, ମୟୂରଭଞ୍ଜରୁ ୯୬, ଜଗତସିଂହପୁରରୁ ୮୧, ଅନୁଗୁଳରୁ ୭୮, କଳାହାଣ୍ଡିରୁ ୭୮, ନୂଆପଡ଼ାରୁ ୭୬, ବାଲେଶ୍ବରରୁ ୭୪, ଯାଜପୁରରୁ ୭୨, କେନ୍ଦୁଝରରୁ ୭୧, ବରଗଡରୁ ୬୩, କେନ୍ଦ୍ରାପଡାରୁ ୫୨, ଭଦ୍ରକରୁ ୫୦, ପୁରୀରୁ ୫୦, ସମ୍ବଲପୁରରୁ ୫୦, ଢେଙ୍କାନାଳରୁ ୪୬, ନବରଙ୍ଗପୁରରୁ ୪୫, କୋରାପୁଟରୁ ୪୨, ଝାରସୁଗୁଡାରୁ ୩୬, ନୟାଗଡରୁ ୩୩, ଗଞ୍ଜାମରୁ ୨୬, ମାଲକାନଗିରିରୁ ୨୫, କନ୍ଧମାଳରୁ ୨୪, ସୋନପୁରରୁ ୨୦, ରାୟଗଡାରୁ ୧୬, ଗଜପତିରୁ ୮, ଦେବଗଡରୁ ୯, ବୌଦ୍ଧରୁ ୨ ଏବଂ ଷ୍ଟେଟ ପୁଲରୁ ୪୮ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୨ ଲକ୍ଷ ୭୫ ହଜାର ୭୪୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୯୦ ହଜାର ୧୧୬ ମଧ୍ୟରୁ ୧୨ ହଜାର ୯୯୪ ଜଣ ଚିକିତ୍ସିଧୀନ ଥିବା ବେଳେ ୧୩୨୦ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୧ ହଜାର ୮୦୦ ଜଣ କୋରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ୧ ହଜାର ୮୦୦ ଜଣ କୋରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଖୋର୍ଦ୍ଧାରୁ ସର୍ବଧିକ ୨୩୩ ଜଣ ସୁସ୍ଥ ହୋଇଥିବା ବେଳେ କଟକରୁ ୧୪୮, ନୂଆପଡ଼ାରୁ ୧୦୦, ମୟୂରଭଞ୍ଜରୁ ୯୪, ଅନୁଗୁଳରୁ ୮୧, ସୁନ୍ଦରଗଡରୁ ୭୬, କେନ୍ଦୁଝରରୁ ୭୪, ବାଲେଶ୍ବରରୁ ୭୨, ପୁରୀରୁ ୬୯, ଯାଜପୁରରୁ ୬୬, ବରଗଡରୁ ୬୫, କେନ୍ଦ୍ରାପଡ଼ାରୁ ୬୨, ବଲାଙ୍ଗିରିରୁ ୬୧, ଭଦ୍ରକରୁ ୬୦, ଜଗତସିଂହପୁରରୁ ୬୦, ନବରଙ୍ଗପୁରରୁ ୫୩, କୋରାପୁଟରୁ ୪୪, କଳାହାଣ୍ଡିରୁ ୪୨, ଝାରସୁଗୁଡାରୁ ୪୦, ଢେଙ୍କାନାଳରୁ ୩୫, ମାଲକାନଗିରିରୁ ୩୫, ସମ୍ବଲପୁରରୁ ୩୫, ଗଞ୍ଜାମରୁ ୨୯, କନ୍ଧମାଳରୁ ୨୯, ସୋନପୁରରୁ ୨୯, ନୟାଗଡରୁ ୨୭, ରାୟଗଡାରୁ ୧୨, ଦେବଗଡ଼ରୁ ୮, ଗଜପତିରୁ ୭, ବୌଦ୍ଧରୁ ୬ ଏବଂ ଷ୍ଟେଟ ପୁଲରୁ ୪୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୨ ଲକ୍ଷ ୭୩ ହଜାର ୮୩୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୮୮ ହଜାର ୬୪୬ ମଧ୍ୟରୁ ୧୩ ହଜାର ୪୪୭ ଜଣ ଚିକିତ୍ସିଧୀନ ଥିବା ବେଳେ ୧୩୦୮ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

 

Categories
ଆଜିର ଖବର ରାଜ୍ୟ ଖବର

ଆଜି ରାଜ୍ୟରୁ ସୁସ୍ଥ ହେଲେ ୧ ହଜାର ୯୦୮ ଜଣ କୋରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ୧ ହଜାର ୯୦୮ ଜଣ କୋରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଖୋର୍ଦ୍ଧାରୁ ସର୍ବଧିକ ୨୨୨ ଜଣ ସୁସ୍ଥ ହୋଇଥିବା ବେଳେ ସୁନ୍ଦରଗଡରୁ ୧୭୦, ଅନୁଗୁଳରୁ ୧୨୬, କେନ୍ଦ୍ରାପଡାରୁ ୧୦୨, କଟକରୁ ୧୦୦, ବଲାଙ୍ଗୀରିରୁ ୯୬, ବାଲେଶ୍ବରରୁ ୮୯, ମୟୂରଭଞ୍ଜରୁ ୮୦, କଳାହାଣ୍ଡିରୁ ୭୬, ଜଗତସିଂହପୁରରୁ ୭୩, ନୂଆପଡ଼ାରୁ ୬୮, ଝାରସୁଗୁଡାରୁ ୫୫, ଢେଙ୍କାନାଳରୁ ୪୯, ଯାଜପୁରରୁ ୪୮, ପୁରୀରୁ ୪୭, ନବରଙ୍ଗପୁରରୁ ୪୫, ସମ୍ବଲପୁରରୁ ୪୫, କନ୍ଧମାଳରୁ ୪୨, କେନ୍ଦୁଝରରୁ ୪୨, ବରଗଡରୁ ୩୭, ସୋନପୁରରୁ ୩୭, ମାଲକାନଗିରିରୁ ୩୫, ରାୟଗଡରୁ ୩୪, କୋରାପୁଟରୁ ୩୩, ବୌଦ୍ଧରୁ ୩୨, ନୟାଗଡରୁ ୩୦, ଭଦ୍ରକରୁ ୨୫, ଗଞ୍ଜାମରୁ ୨୦, ଗଜପତିରୁ ୫, ଦେବଗଡରୁ ୪ ଏବଂ ଷ୍ଟେଟ ପୁଲରୁ ୪୧ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୨ ଲକ୍ଷ ୭୨ ହଜାର ୩୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୮୭ ହଜାର ୯୯ ମଧ୍ୟରୁ ୧୩ ହଜାର ୭୧୧ ଜଣ ଚିକିତ୍ସିଧୀନ ଥିବା ବେଳେ ୧୨୯୭ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ଆଜି ରାଜ୍ୟରୁ ସୁସ୍ଥ ହେଲେ ୨ ହଜାର ୧୫ ଜଣ କୋରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ୨ ହଜାର ୧୫ ଜଣ କୋରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଖୋର୍ଦ୍ଧାରୁ ସର୍ବଧିକ ୩୧୨ ଜଣ ସୁସ୍ଥ ହୋଇଥିବା ବେଳେ ଅନୁଗୁଳରୁ ୨୧୮, କଟକରୁ ୧୩୫, ବାଲେଶ୍ବରରୁ ୮୮, ଜଗତସିଂହପୁରରୁ ୮୫, ମୟୂରଭଞ୍ଜରୁ ୮୩, ଯାଜପୁରରୁ, କେନ୍ଦୁଝରରୁ ୭୫, ପୁରୀରୁ ୬୯, କେନ୍ଦ୍ରାପଡାରୁ ୬୫, ବଲାଙ୍ଗିରିରୁ ୬୪, ଭଦ୍ରକରୁ ୬୩, ନୂଆପଡାରୁ ୬୨, ନବରଙ୍ଗପୁରରୁ ୬୦, ଢେଙ୍କାନାଳରୁ ୫୬, ସୋନପୁରରୁ ୪୭, ବରଗଡରୁ ୪୬, କଳାହାଣ୍ଡିରୁ ୪୪, ଝାରସୁଗୁଡାରୁ ୪୨, ନୟାଗଡରୁ ୩୭, ସମ୍ବଲପୁରରୁ ୩୬, କନ୍ଧମାଳରୁ ୩୪, ସୁନ୍ଦରଗଡରୁ ୨୬,କୋରାପୁଟରୁ ୨୫, ମାଲକାନଗିରିରୁ ୨୩, ଗଞ୍ଜାମରୁ ୨୪, ବୌଦ୍ଧରୁ ୨୧, ଗଜପତିରୁ ୯, ରାୟଗଡାରୁ ୬ ଏବଂ ଷ୍ଟେଟ ପୁଲରୁ ୭୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୨ ଲକ୍ଷ ୭୦ ହଜାର ୧୩୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୮୫ ହଜାର ୪୮୨ ମଧ୍ୟରୁ ୧୪ ହଜାର ୦୧୫ ଜଣ ଚିକିତ୍ସିଧୀନ ଥିବା ବେଳେ ୧୨୮୪ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

 

Categories
ଆଜିର ଖବର ରାଜ୍ୟ ଖବର

ଆଜି ରାଜ୍ୟରୁ ସୁସ୍ଥ ହେଲେ ଆଉ ୨ ହଜାର ୩ ଜଣ କୋରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ୨ ହଜାର ୩ ଜଣ କୋରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଖୋର୍ଦ୍ଧାରୁ ସର୍ବାଧିକ ୨୨୯ ଜଣ ସୁସ୍ଥ ହୋଇଥିବା ବେଳେ ଅନୁଗୁଳରୁ ୧୫୯, କଟକରୁ ୧୪୧, ସୁନ୍ଦରଗଡରୁ ୧୩୧, ଯାଜପୁରରୁ ୧୧୩, ବାଲେଶ୍ବରରୁ ୧୦୪, ମୟୂରଭଞ୍ଜରରୁ ୧୦୧, କଳାହାଣ୍ଡିରୁ ୯୧, କେନ୍ଦ୍ରାପଡାରୁ ୮୦, ବରଗଡରୁ ୭୮, ବଲାଙ୍ଗିରିରୁ ୭୨, କେନ୍ଦୁଝରରୁ ୫୩, କୋରାପୁଟରୁ ୫୩, ଜଗତସିଂହପୁରରୁ ୪୮, ନୂଆପଡାରୁ ୪୭, ଝାରସୁଗୁଡାରୁ ୪୬, ନବରଙ୍ଗପୁରରୁ ୪୫, ସୋନପୁରରୁ ୪୩, ଢେଙ୍କାନାଳରୁ ୩୬, ସମ୍ବଲପୁରରୁ ୩୫, ଗଞ୍ଜାମରୁ ୩୩, କନ୍ଧମାଳରୁ ୩୧, ମାଲକାନଗିରିରୁ ୨୯, ନୟାଗଡରୁ ୨୪, ଭଦ୍ରକରୁ ୧୭, ରାୟଗଡାରୁ ୧୬, ଦେବଗଡରୁ ୧୩, ବୌଦ୍ଧରୁ ୧୧, ଗଜପତିରୁ ୫ ଜଣ ଏବଂ ଷ୍ଟେଟ ପୁଲରୁ ୫୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୨ ଲକ୍ଷ ୬୬ ହଜାର ୧୦୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୮୨ ହଜାର ୬୯୫ ମଧ୍ୟରୁ ୧୫ ହଜାର ୨୭୮ ଜଣ ଚିକିତ୍ସିଧୀନ ଥିବା ବେଳେ ୧୨୫୯ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

Categories
ଆଜିର ଖବର ରାଜ୍ୟ ଖବର

ଆଜି ରାଜ୍ୟରୁ ସୁସ୍ଥ ହେଲେ ୨ ହଜାର ୩୭୭ ଜଣ କୋରୋନା ଆକ୍ରାନ୍ତ

ଭୁବନେଶ୍ବର: ଆଜି ରାଜ୍ୟରୁ ୨ ହଜାର ୩୭୭ ଜଣ କୋରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ସୂଚନା ଦେଇଛି। ଖୋର୍ଦ୍ଧାରୁ ସର୍ବାଧିକ ୩୯୪ ଜଣ ସୁସ୍ଥ ହୋଇଥିବା ବେଳେ ଅନୁଗୁଳରୁ ୨୦୪, କଟକରୁ ୧୨୨, ସୁନ୍ଦରଗଡରୁ ୧୦୯, ବାଲେଶ୍ବରରୁ ୧୬୨, ମୟୂରଭଞ୍ଜରୁ ୧୨୬, ନବରଙ୍ଗପୁରରୁ ୧୦୦, ନୂଆପଡାରୁ ୬୫, ଯାଜପୁରରୁ ୧୦୭, ପୁରୀରୁ ୫୯, କେନ୍ଦ୍ରାପଡାରୁ ୬୪, ଜଗତସିଂହପୁରରୁ ୫୦, ମାଲକାନଗିରିରୁ ୩୧,  ଝାରସୁଗୁଡାରୁ ୮୫, ବରଗଡରୁ ୮୮, ବଲାଙ୍ଗିରିରୁ ୮୭, ସମ୍ବଲପୁରରୁ ୫୦, ଭଦ୍ରକରୁ ୭୭, କେନ୍ଦୁଝରରୁ ୫୦, ସୋନପୁରରୁ ୬୪, ନୟାଗଡରୁ ୨୧, ବୌଦ୍ଧରୁ ୩୩, କୋରାପୁଟରୁ ୨୮,  କନ୍ଧମାଳରୁ ୩୩, ଢେଙ୍କାନାଳରୁ ୩୪, କଳାହାଣ୍ଡିରୁ ୭୨, ଗଞ୍ଜାମରୁ ୩୪, ରାୟଗଡାରୁ ୨୯, ଦେବଗଡରୁ ୧୦, ଗଜପତି ୬ ଏବଂ ଷ୍ଟେଟ ପୁଲରୁ ୬୮ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।

ଏହି ସୁସ୍ଥ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ୨ ଲକ୍ଷ ୫୯ ହଜାର ୪୮୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତେବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୭୭ ହଜାର ୮୮୭ ମଧ୍ୟରୁ ୧୭ ହଜାର ୨୦୨ ଜଣ ଚିକିତ୍ସିଧୀନ ଥିବା ବେଳେ ୧୨୧୪ ଜଣ କରୋନାରେ ମୃତ୍ୟୁବରଣ କରିଛନ୍ତି।

 

Categories
ଆଜିର ଖବର ରାଜ୍ୟ ଖବର

ଆଜି ରାଜ୍ୟରେ ଆଉ ୧ ହଜାର ୭୯୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଆଜି ୧ ହଜାର ୭୯୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୦୩୧ ଜଣ ଚିହ୍ନଟ ହୋଇଥିବାବେଳେ ୭୬୨ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୭୭ ହଜାର ୮୮୭ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୨ ଲକ୍ଷ ୫୭ ହଜାର ୪୧ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୧୯ହଜାର ୫୭୯ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ୧୧୯୬ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୩୦ଟି ଜିଲ୍ଲାରୁ ମୋଟ୍‌ ୧ ହଜାର ୭୯୩ ଜଣ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୨୦୮ ଜଣ ଚିହ୍ନଟ ହୋଇଥିବାବେଳେ ଅନୁଗୁଳୁରୁ ୧୦୭, ବାଲେଶ୍ବରରୁ ୪୦, ବରଗଡରୁ ୬୧, ଭଦ୍ରକରୁ ୬୮, ବଲାଙ୍ଗିରରୁ ୭୬, ବୌଦ୍ଧରୁ ୪, କଟକରୁ ୧୬୦,  ଦେବଗଡରୁ ୮,  ଢେଙ୍କାନାଳରୁ ୨୨, ଗଜପତିରୁ ୧୧, ଗଞ୍ଜାମରୁ ୧୬, ଜଗତସିଂହପୁରରୁ  ୫୨, ଯାଜପୁରରୁ ୭୬, ଝାରସୁଗୁଡାରୁ ୫୩, କଳାହାଣ୍ଡିରୁ ୪୫, କନ୍ଧମାଳରୁ ୨୦, କେନ୍ଦ୍ରାପଡାରୁ ୬୧, କେଉଁଝରରୁ ୬୩, କୋରାପୁଟରୁ ୩୪, ମାଲକାନଗିରିରୁ ୩୪,  ମୟୂରଭଞ୍ଜରୁ ୧୦୪, ନବରଙ୍ଗପୁରରୁ ୬୫, ନୟାଗଡରୁ ୩୪, ନୂଆପଡାରୁ ୮୪, ପୁରୀରୁ ୮୨, ରାୟଗଡାରୁ ୧୪,  ସମ୍ବଲପୁରରୁ ୪୦, ସୋନପୁରରୁ ୮, ସୁନ୍ଦରଗଡରୁ ୯୯ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ପୁଲ୍‌ରୁ ୪୪ ଜଣ ଚିହ୍ନଟ ହୋଇଥିବାର ସୂଚନା ରହିଛି।

 

 

Categories
ଆଜିର ଖବର ରାଜ୍ୟ ଖବର

ରାଜ୍ୟରେ ଆଜି ୨ ହଜାର ୧୩୮ ପଜିଟିଭ୍‌ ଚିହ୍ନଟ, ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ରହିଛନ୍ତି ଆକ୍ରାନ୍ତ

ଭୁବନେଶ୍ବର: ରାଜ୍ୟରେ ଆଜି ୨ ହଜାର ୧୩୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ ୧୨୫୧ ଜଣ ଚିହ୍ନଟ ହୋଇଥିବାବେଳେ ୮୮୭ ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୬୪ହଜାର ୧୪୯ କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି ୨ ଲକ୍ଷ ୩୮ ହଜାର ୫୩୫ ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ୨୪ ହଜାର ୪୫୭ ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି ୧୦୮୯ ଜଣ। ସେହିପରି ୫୩ ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର ୩୦ଟି ଜିଲ୍ଲାରୁ ମୋଟ୍‌ ୨ ହଜାର ୧୩୮ ଜଣ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୩୬୧ ଜଣ ଚିହ୍ନଟ ହୋଇଥିବାବେଳେ ଅନୁଗୁଳୁରୁ ୧୫୧ ବାଲେଶ୍ବରରୁ ୫୭, ବରଗଡରୁ ୭୩, ଭଦ୍ରକରୁ ୪୭, ବଲାଙ୍ଗିରରୁ ୭୯, ବୌଦ୍ଧରୁ ୨୧, କଟକରୁ ୧୫୬, ଦେବଗଡରୁ ୯, ଢେଙ୍କାନାଳରୁ ୩୮, ଗଜପତିରୁ ୮, ଗଞ୍ଜାମରୁ ୧୮, ଜଗତସିଂହପୁରରୁ ୬୬, ଯାଜପୁରରୁ ୭୧, ଝାରସୁଗୁଡାରୁ ୫୫, କଳାହାଣ୍ଡିରୁ ୫୧, କନ୍ଧମାଳରୁ ୨୪, କେନ୍ଦ୍ରାପଡାରୁ ୭୨, କେଉଁଝରରୁ ୪୬, କୋରାପୁଟରୁ ୩୮, ମାଲକାନଗିରିରୁ ୫୫,  ମୟୂରଭଞ୍ଜରୁ ୧୧୯, ନବରଙ୍ଗପୁରରୁ ୨୧, ନୟାଗଡରୁ ୩୧, ନୂଆପଡାରୁ ୪୧, ପୁରୀରୁ ୭୩, ରାୟଗଡାରୁ ୨୫,  ସମ୍ବଲପୁରରୁ ୫୩, ସୋନପୁରରୁ ୮୦, ସୁନ୍ଦରଗଡରୁ ୧୩୭ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ପୁଲ୍‌ରୁ ୬୨ ଜଣ ଚିହ୍ନଟ ହୋଇଥିବାର ସୂଚନା ରହିଛି।

Categories
ଆଜିର ଖବର ରାଜ୍ୟ ଖବର

ରାଜ୍ୟରେ ଆଉ ୧୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ବର: ରାଜ୍ୟରେ ଆଉ ୧୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। କଟକରୁ ସର୍ବାଧିକ ୩ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଥିବାବେଳେ ଭୁବନେଶ୍ବର, ବୌଦ୍ଧ, କଳାହାଣ୍ଡି, ରାୟଗଡା, ଗଞ୍ଜାମ, କେନ୍ଦ୍ରାପଡା, କନ୍ଧମାଳ, ମୟୂରଭଞ୍ଜ, ପୁରୀ, ସୁନ୍ଦରଗଡ, ଯାଜପୁର ଏବଂ ବାଲେଶ୍ବରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି

କଟକର ତିନି ମୃତକ ପୁରୁଷ ହୋଇଥିବା ବେଳେ ସେମାନଙ୍କ ବୟସ ଯାଥାକ୍ରମେ ୪୮, ୬୨ ଏବଂ ୬୪ ବର୍ଷ। ଭୁବନେଶ୍ବରର ଜଣେ ୫୮ ବର୍ଷୀୟ ପୁରୁଷ, ବୌଦ୍ଧର ଜଣେ ୭୮ ବର୍ଷୀୟ ପୁରୁଷ, କଳାହାଣ୍ଡିର ଜଣେ ୬୫ ବର୍ଷୀୟ ମହିଳା, ରାୟଗଡାର ଜଣେ ୭୨ ବର୍ଷୀୟ ପୁରୁଷ, ଗଞ୍ଜାମର ଜଣେ ୬୩ ବର୍ଷୀୟ ପୁରୁଷ , କେନ୍ଦ୍ରାପଡାର ଜଣେ ୬୫ ବର୍ଷୀୟ ପୁରୁଷ, କନ୍ଧମାଳର ଜଣେ ୬୮ ବର୍ଷୀୟ ପୁରୁଷ, ମୟୂରଭଞ୍ଜର ଜଣେ ୨୫ ବର୍ଷୀୟ ମହିଳା, ପୁରୀର ଜଣେ ୬୦ ବର୍ଷୀୟ, ସୁନ୍ଦରଗଡର ଜଣେ ୭୨ ବର୍ଷୀୟ ପୁରୁଷ, ଯାଜପୁରର ଜଣେ ୪୭ ବର୍ଷୀୟ ପୁରୁଷ ଏବଂ ବାଲେଶ୍ବରର ଜଣେ ୫୬ ବର୍ଷୀୟ ପୁରୁଷଙ୍କ କରୋନାରେ ମୃତ୍ୟୁ ହୋଇଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି।

Categories
ଆଜିର ଖବର ରାଜ୍ୟ ଖବର

ରାଜ୍ୟରେ ଆଜି 2 ହଜାର 275 କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଆଜି 2 ହଜାର 275 କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ 1318 ଜଣ ଚିହ୍ନଟ ହୋଇଥିବାବେଳେ 975 ଟି ଲୋକାଲ କେସ୍‌ ରହିଛି। ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା 2 ଲକ୍ଷ 56 ହଜାର 937 କୁ ବୃଦ୍ଧି ହୋଇଥିବାବେଳେ ସୁସ୍ଥ ହୋଇଛନ୍ତି 2 ଲକ୍ଷ 30 ହଜାର 912 ଜଣ। ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି 25 ହଜାର 635 ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟୁବରଣ କରିଛନ୍ତି 1040 ଜଣ। ସେହିପରି 53 ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି।

ଆଜି ରାଜ୍ୟର 30ଟି ଜିଲ୍ଲାରୁ ମୋଟ୍‌ 2 ହଜାର 275 ଜଣ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ 364 ଜଣ ଚିହ୍ନଟ ହୋଇଥିବାବେଳେ ଅନୁଗୁଳୁରୁ 136, ବାଲେଶ୍ବରରୁ 111, ବରଗଡରୁ 64, ଭଦ୍ରକରୁ 50, ବଲାଙ୍ଗିରରୁ 77, ବୌଦ୍ଧରୁ 21, କଟକରୁ 144, ଦେବଗଡରୁ 15, ଢେଙ୍କାନାଳରୁ 27, ଗଜପତିରୁ 6, ଗଞ୍ଜାମରୁ 36, ଜଗତସିଂହପୁରରୁ 55, ଯାଜପୁରରୁ 82, ଝାରସୁଗୁଡାରୁ 100, କଳାହାଣ୍ଡିରୁ 64, କନ୍ଧମାଳରୁ 50, କେନ୍ଦ୍ରାପଡାରୁ 68, କେଉଁଝରରୁ 37, କୋରାପୁଟରୁ 39, ମାଲକାନଗିରିରୁ 53,  ମୟୂରଭଞ୍ଜରୁ 110, ନବରଙ୍ଗପୁରରୁ 39, ନୟାଗଡରୁ 31, ନୂଆପଡାରୁ 69, ପୁରୀରୁ 71, ରାୟଗଡାରୁ 133,  ସମ୍ବଲପୁରରୁ 56, ସୋନପୁରରୁ 50, ସୁନ୍ଦରଗଡରୁ 150 ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ଷ୍ଟେଟ୍‌ପୁଲ୍‌ରୁ 67ଜଣ ଚିହ୍ନଟ ହୋଇଥିବାର ସୂଚନା ରହିଛି।

 

Categories
ଆଜିର ଖବର ଆଞ୍ଚଳିକ ରାଜ୍ୟ ଖବର

ତିର୍ତ୍ତୋଲ ଉପନିର୍ବାଚନ ସମ୍ପର୍କିୟ ଆପତ୍ତି ଅଭିଯୋଗ ନିମନ୍ତେ ଜାରି ହେଲା ଟୋଲ୍ ଫ୍ରି ନମ୍ବର

ରମେଶ ମହାନ୍ତି

ଜଗତସିଂହପୁର: ତିର୍ତ୍ତୋଲ ବିଧାନସଭା ଉପନିର୍ବାଚନର ପ୍ରଶାସନିକ ପ୍ରସ୍ତୁତ କାର୍ଯ୍ୟ ତ୍ବରାନ୍ବିତ ହୋଇଛି। ଏହି ନିର୍ବାଚନ ମଣ୍ଡଳୀର ମୋଟ୍ ଭୋଟର ସଂଖ୍ୟା ୨,୩୯,୧୫୩ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୧,୨୪,୧୬୮ ଜଣ ପୁରୁଷ ଭୋଟର ଓ ୧,୧୪,୯୫୬ ଜଣ ମହିଳା ଭୋଟର ରହିଛନ୍ତି। ନିର୍ବାଚନମଣ୍ଡଳୀରେ ଉଭୟ ଲିଙ୍ଗୀ ୨୯ଜଣ ଭୋଟର ରହିଛନ୍ତି। ତିର୍ତ୍ତୋଲ ନିର୍ବାଚନମଣ୍ଡଳୀରେ ପୂର୍ବରୁ ୨୬୫ ପୋଲିଂ ବୁଥ୍ ଥିବାବେଳେ ଏଥର ଏହା ବୃଦ୍ଧି ପାଇ ମୋଟ୍ ୩୭୩ଟି ବୁଥରେ ଭୋଟ୍ ଗ୍ରହଣ ହେବ। କୋଭିଡ୍ ୧୯ ର ସଂକ୍ରମଣକୁ ଦୃଷ୍ଟିରେ ରଖି ଭାରତୀୟ ନିର୍ବାଚନ କମିଶନ ୧୦୮ଟି ଅଧିକ ବୁଥ୍ ବୃଦ୍ଧି କରିଛନ୍ତି। ଏଥିସହିତ ନୂତନ ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ସରୋଜ କୁମାର ମିଶ୍ର ଏସ୍.ଭି.ଏମ୍ କଲେଜ ପରିଦର୍ଶନ କରି ଷ୍ଟ୍ରଙ୍ଗ୍ ରୁମ୍ ଅନୁଧ୍ୟାନ କରିଥିଲେ। ତିର୍ତ୍ତୋଲ ନିର୍ବାଚନମଣ୍ଡଳୀରେ ଯେପରି ମୁକ୍ତ ଅବାଧ ଓ ନିରପେକ୍ଷ ନିର୍ବାଚନ ହେବ ସେଥିପ୍ରତି ଜିଲ୍ଲାପାଳ ଗୁରୁତ୍ୱାରୋପ କରିବା ସହିତ ଉପନିର୍ବାଚନ ପ୍ରସ୍ତୁତ କାର୍ଯ୍ୟର ସମୀକ୍ଷା କରିଛନ୍ତି।

ତିର୍ତ୍ତୋଲ ଉପନିର୍ବାଚନ ସମ୍ପର୍କୀୟ ଯେ କୌଣସି ଆପତ୍ତି ଅଭିଯୋଗ ପାଇଁ ଜିଲ୍ଲା ନିର୍ବାଚନ କାର୍ଯ୍ୟାଳୟ ପକ୍ଷରୁ ଅଭିଯୋଗ ପରିଚାଳନା ନିୟନ୍ତ୍ରଣ କକ୍ଷ ଜିଲ୍ଲା କାର୍ଯ୍ୟାଳୟରେ ଖୋଲାଯାଇଛି। ଏହି ନିୟନ୍ତ୍ରଣ କକ୍ଷର ନିଶୁକ୍ଳ ଟୋଲ୍ ଫ୍ରି ନମ୍ବର – ୧୮୦୦୩୪୫୭୨୭୯ ରେ ଜନସାଧାରଣ ନିର୍ବାଚନ ସଂକ୍ରାନ୍ତୀୟ ଆପତ୍ତି ଅଭିଯୋଗ କରିପାରିବେ ବୋଲି ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଏଥିସହିତ ଆଜି ଅପରାହ୍ନରେ ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ସରୋଜ କୁମାର ମିଶ୍ର ଓ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ପ୍ରକାଶ ଆର୍ ତିର୍ତ୍ତୋଲ, ରଘୁନାଥପୁର ଓ ବିରିଡ଼ି ବ୍ଲକର ବିଭିନ୍ନ ସ୍ଥାନରେ ରାଜନୈତିକ ଦଳ ମାନଙ୍କର ନିର୍ବାଚନୀ ସଭା ଆୟୋଜନ ନିମନ୍ତେ ପଡିଆ ଚିହ୍ନଟ ପାଇଁ ପରିଦର୍ଶନ କରିଥିଲେ।