ଆଜିର ଖବର ରାଜ୍ୟପାଳଙ୍କ ଅଭିଭାଷଣରୁ ଆଜିଠାରୁ ଆରମ୍ଭ ହେବ ବିଧାନସଭାର ବଜେଟ ଅଧିବେସନ ଭୁବନେଶ୍ବର,ଆଜିଠାରୁ ଆରମ୍ଭ ହେବ ବିଧାନସଭାର ବଜେଟ ଅଧିବେସନ। ଏହି ଅଧିବେସନ ଦୁଇଟି ପର୍ଯ୍ୟାୟରେ ଏପ୍ରିଲ 9 ତାରିଖ ପର୍ଯ୍ୟନ୍ତ ଚାଲିବ। ପରଂପରା ଅନୁସାରେ ବଜେଟ ଅଧିବେସନର ପ୍ରଥମ…