ରାଜ୍ୟ ଖବର ରାଜ୍ୟ କ୍ୟାବିନେଟରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି, ସାଧାରଣ ଜନଗଣନା ସହ ଏସଇବିସିଙ୍କୁ ମଧ୍ୟ କରାଯିବ ଗଣନା ଭୁବନେଶ୍ବର-ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା କ୍ୟାବିନେଟ ବୈଠକରେ ଏକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ତାହା ହେଲା ଏଥର ଜନଗଣନାରେ ରାଜ୍ୟରେ କେତେ ସାମାଜିକ ଓ…