ଜାତୀୟ ଖବର ବାହାର ରାଜ୍ୟରେ ଫସି ରହିଥିବା ଲୋକଙ୍କୁ ସାହାଯ୍ୟ ପାଇଁ ନୂଆ ଅଧିକାରୀ ନିଯୁକ୍ତ, ଜାଣନ୍ତୁ କେଉଁ ରାଜ୍ୟ ପାଇଁ କିଏ ଭୁବନେଶ୍ୱର: କୋଭିଡ୍-୧୯ ପରିପ୍ରେକ୍ଷୀରେ ସାରା ଦେଶରେ ହୋଇଥିବା ତାଲାବନ୍ଦ ଯୋଗୁଁ ବିଭିନ୍ନ ରାଜ୍ୟରେ ଅଟକି ରହିଥିବା ଓଡ଼ିଶାର ଶ୍ରମଜୀବୀ, ଛାତ୍ର, ତୀର୍ଥଯାତ୍ରୀ ଓ ପର୍ଯ୍ୟଟକ ମାନଙ୍କ ସହାୟତା…