ଜାତୀୟ ଖବର ନୂଆଦିଲ୍ଲୀରେ ଆରମ୍ଭ ହେଲା ଓଡ଼ିଶା ପର୍ବ-୨୦୨୩ ନୂଆଦିଲ୍ଲୀ: ଦିଲ୍ଲୀ ଦରବାରରେ ପୁଣି ଝଲସିଲା ଓଡ଼ିଆ କଳାକୃତୀର ଝଲକ। ଗୁଞ୍ଜରିତ ହେଲା ଓଡ଼ିଆ ଗଜପତିଙ୍କ ବୀରତ୍ୱର ଗାଥା। ଓଡ଼ିଆ କଳା, ସଂସ୍କୃତି ଓ ପରମ୍ପରାର ମହକ…