ଆଜିର ଖବର ଆସନ୍ତାକାଲି ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ: କେଉଁ ସେବା ବନ୍ଦ, କାହାକୁ ମିଳିବ ଛାଡ଼? ଭୁବନେଶ୍ୱର: ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦାବିକୁ ନେଇ ଆସନ୍ତାକାଲି, ଗୁରୁବାର ଓଡ଼ିଶାରେ ୧୨ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି। ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଏହି ବନ୍ଦ…