ଆଜିର ଖବର ଅନଲାଇନ ବେଟିଂ ଏବଂ ଜୁଆ ପ୍ଲାଟଫର୍ମକୁ ସମର୍ଥନ ନ କରିବାକୁ ସତର୍କ କରାଇଲା କେନ୍ଦ୍ର ନୂଆଦିଲ୍ଲୀ: ବିଦେଶୀ ଅନଲାଇନ ବେଟିଂ ଏବଂ ଜୁଆ ପ୍ଲାଟଫର୍ମ ସମେତ ସରୋଗେଟ୍ (ଛଦ୍ମ) ବିଜ୍ଞାପନ କିମ୍ବା ପ୍ରଚାରପ୍ରସାର ଠାରୁ ଦୂରେଇ ରହିବାକୁ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ…