ଆଜିର ଖବର ଏଥର ୨୦ ବର୍ଷ ଯାଏଁ ଚଲାଇପାରିବେ ଗାଡ଼ି: କିନ୍ତୁ ଆପଣଙ୍କୁ ଏତେ ଦେବାକୁ ପଡିବ ପଞ୍ଜିକରଣ ଫି ନୂଆଦିଲ୍ଲୀ: କେନ୍ଦ୍ର ସରକାର ପୁରୁଣା ଗାଡ଼ିର ପୁନଃପଞ୍ଜିକରଣ ପାଇଁ ଫି ବୃଦ୍ଧି କରିଛନ୍ତି। ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରଣାଳୟ ଏ ସମ୍ପର୍କରେ ଏକ ନୂତନ ବିଜ୍ଞପ୍ତି…