ଫଟୋ ଖବର ଲକଡାଉନ ସତ୍ବେ ଚାନ୍ଦବାଲି ବ୍ଲକର ତେନ୍ତୁଳିଡିହ ପଞ୍ଚାୟତରେ ଭତ୍ତା ଟଙ୍କା ପ୍ରଦାନ କରାଯାଉଛି ଭଦ୍ରକ, ବର୍ତ୍ତମାନ ଚାରିଆଡେ ଲକଡାଉନ ଚାଲିଥିଲେ ମଧ୍ୟ ରାଜ୍ୟ ସରକାରଙ୍କ ଭତ୍ତା ଟଙ୍କା ଠିକ୍ ଭାବେ ବଣ୍ଟନ ଚାଲିଛି। ଏହା ହେଉଛି ଭଦ୍ରକ ଜିଲ୍ଲାର ଚାନ୍ଦବାଲି ବ୍ଲକର…