ଆଜିର ଖବର ଓଡିଶା ଉଠା ଜଳସେଚନ ନିଗମର ଅଧ୍ୟକ୍ଷଙ୍କ ଅଚାନକ କେନ୍ଦ୍ରାପଡା ଡିଭିଜନ ପରିଦର୍ଶନ ଭୁବନେଶ୍ବର: ଓଡିଶା ଉଠା ଜଳସେଚନ ନିଗମର ଅଧ୍ୟକ୍ଷ ଶ୍ରୀ ଅମରେଶ ପତ୍ରୀ ଅଚାନକ ଓ.ଏଲ୍.ଆଇ.ସି. କେନ୍ଦ୍ରାପଡା ଡିଭିଜନ କାର୍ଯ୍ୟାଳୟ ପରିଦର୍ଶନ କରିଥିଲେ। ସେଠାରେ ସେ କାର୍ଯ୍ୟରତ ମୋଟ…